ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ପ୍ରଭୁ ଶ୍ରୀ ଅଲାରନାଥଙ୍କ ଦର୍ଶନ କଲେ ୫ଟି ସଚିବ ଭିକେ ପାଣ୍ଡିଆନ। ଗୁରୁବାର ଅପରାହ୍ନରେ  ଦର୍ଶନ କରିବା ସହ ମନ୍ଦିରର ସ୍ଥିତି ସମୀକ୍ଷା କରିଥିବା ଜଣାପଡିଛି। ମନ୍ଦିର ସୌନ୍ଦର୍ଯ୍ୟକରଣ, ଉନ୍ନତି ଓ ଜଳ ନିଷ୍କାସନ ସମ୍ପର୍କରେ ମନ୍ଦିର ପ୍ରଶାସନ ଓ ସେବାୟତଙ୍କ ସହିତ ସେ ଆଲଲୋଚନା କରିଥିଲେ। ୫ଟି ସଚିବଙ୍କ ସମେତ ଜିଲାପାଳ ଏବଂ ଅନ୍ୟ ପ୍ରଶାସନିକ ଅଧିକାରୀ, ସ୍ଥାନୀୟ ପ୍ରଶାସନ ଉପସ୍ଥିତ ଥିଲେ।

Share