ଅଧାରେ ରହିଗଲା ଜଗା ଦର୍ଶନ, ଅଟୋରେ ପୁରୀ ବାହାରିଥିବା ବେଳେ ପିଟିଦେଇ ଚାଲିଗଲା ଟ୍ରକ୍‌

ନିରାକାରପୁର,୩।୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଅଧାରେ ରହିଗଲା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ। ପୁରୀକୁ ଯିବା ନିମନ୍ତେ ଘରୁ ବାହାରିଥିବା ବେଳେ ବାଟରେ ଘଟିଲା ଦୁର୍ଘଟଣା। ଖୋର୍ଦ୍ଧା ଜିଲା ଟାଙ୍ଗି ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥ ଦିକ୍ଷୀତପଡା ନିକଟରେ ରବିବାର ଦୁର୍ଘଟଣା ଘଟି ୫ ହବିଷ୍ୟାଳି ଗୁରୁତର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସମସ୍ତଙ୍କୁ ପ୍ରଥମେ ଟାଙ୍ଗୀ ଡାକ୍ତରଖାନା ଅଣାଯାଇଥିବା ବେଳେ ଆହତମାନଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ଟାଙ୍ଗୀ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରାଯାଉଛି।

ସୂଚନାନୁଯାୟୀ, ଉକ୍ତ ଥାନା କୟଥ ପଲା ଗ୍ରାମର ୬/୭ଜଣ ହବିଷ୍ୟାଳି ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଏକ ଅଟୋ ଯୋଗେ ପୁରୀ ଯାଉଥିଲେ। ଦୀକ୍ଷିତ ପଡ଼ା ଛକରେ ଏକ ଅଜଣା ଟ୍ରକ ଅଟୋକୁ ଧକ୍କା ଦେଇ ଚାଲିଯାଇଥିଲା। ଦୁର୍ଘଟଣାରେ ଜଣେ ହବିଷ୍ୟାଳିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଗୁରୁତର ହୋଇଛନ୍ତି। ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

Jammu Kashmir Encounter: ପହଲଗାମ ଆଟାକ୍‌ ପରେ ବଡ଼ ଏକନାଉଣ୍ଟର, ଶହୀଦ ହେଲେ ଜଣେ ଭାରତୀୟ ଯବାନ

ନୂଆଦିଲ୍ଲୀ,୨୪।୪: ପହଲଗାମରେ ଆତଙ୍କବାଦୀ ଆକ୍ରମଣପରେ, ଗୁରୁବାର ସକାଳେ ଜମ୍ମୁ ଏବଂ କଶ୍ମୀରର ଉଧମପୁର ଜିଲାର ଡୁଡୁ-ବସନ୍ତଗଡ଼ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏକ...

ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ନେଲା ଭାରତ, ଏବେ ପାକିସ୍ତାନ ସରକାରଙ୍କ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ ଭାରତ ସରକାର ଆଉ ଏକ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଏବେ ପାକିସ୍ତାନ ସରକାରଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମର X...

ରାସ୍ତା ପ୍ରଶସ୍ତିକରଣ ପାଇଁ ପାଟଣା ବଜାରରୁ ଉଚ୍ଛେଦ ହେବ ଜବରଦଖଲ

ପାଟଣା,୨୪/।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା ପ୍ରଶସ୍ଥିକରଣ ସକାଶେ ଜବରଦଖଲ ଉଚ୍ଛେଦ ପାଇଁ ଘୋଷଣା କରିଛି।...

Pahalgam Terror Attack: ଭିଡିଓ ଜାରି କରି ଥରିଲେ ପହଲଗାମ ଆଟାକ୍‌ର ମାଷ୍ଟରମାଇଣ୍ଡ, ମୋଦିଙ୍କୁ କହିଦେଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ପାକିସ୍ତାନ ବିରୋଧରେ ଅନେକ କଠୋର ପଦକ୍ଷେପ ନେଇଛି। ଏହାର ପ୍ରଭାବ ଏବେ ଦୃଶ୍ୟମାନ ହେବାରେ ଲାଗିଛି। ଜମ୍ମୁ-କଶ୍ମୀରର...

Jammu And Kashmir Encounter: ବଡ଼ ଆଟାକ୍‌ ପରେ ମୁହାଁମୁହିଁ ହୋଇଗଲେ ସେନା-ଆତଙ୍କବାଦୀ, ଗୁଳିରେ କମ୍ପିଲା…

ନୂଆଦିଲ୍ଲୀ,୨୪।୪: ଜମ୍ମୁ ଏବଂ କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରଠାରୁ, ସେନା ଏବଂ ପୋଲିସ ଦ୍ୱାରା ନିରନ୍ତର ସର୍ଚ୍ଚ ଅପରେଶନ ଜାରି ରହିଛି। ସେନାର ଅନେକ...

ବିଦ୍ୟୁତ ସଂଯୋଗକୁ ନେଇ ଏଲ ଆଣ୍ଡ ଟି କମ୍ପାନୀକୁ ବିରୋଧ କଲେ ଗ୍ରାମବାସୀ

ପରଜଙ୍ଗ,୨୪।୪(ନିଗମାନନ୍ଦ ଦଳବେହେରା)ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଉଠା ଜଳ ସେଚନ ପ୍ରକଳ୍ପ ନିର୍ମାଣ କରୁଥିବା ଏଲ ଆଣ୍ଡ ଟି...

ଆତଙ୍କବାଦୀଙ୍କ ନିସ୍ତାର ନାହିଁ; ସାମିଲ ଥିଲେ ୩ ପାକିସ୍ତାନୀ ଏବଂ ୨ କଶ୍ମୀରୀ

ପହଲଗାମ୍‌,୨୪।୪: ଜମ୍ମୁ କଶ୍ମୀର ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ୫ ଆତଙ୍କବାଦୀଙ୍କୁ ଚିହ୍ନଟ କରାଯାଇଛି। ତେବେ ଏହି ଆକ୍ରମଣରେ ୩ ଜଣ ପାକିସ୍ତାନୀ ନାଗରିକ ଏବଂ...

ଦାରିଙ୍ଗବାଡି ଆଇଆଇସିଙ୍କ ଡିଏସପି ପାହ୍ୟାକୁ ପଦନ୍ନୋତି , ଜିଲାରେ ୬ ଜଣ ଅଧିକାରୀଙ୍କ ପଦନ୍ନୋତି

ଦାରିଙ୍ଗବାଡି, ୨୪ ।୪ (ଅରୁଣ ସାହୁ): ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ଆଇଆଇସିମାନଙ୍କୁ ଓପିଏସ ଗ୍ରୁପ-ଏ (ଜୁନିଅର ଶାଖା)ର ଗ୍ରେଡକୁ ପଦୋନ୍ନତି କରାଯାଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image