ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ ୭କେଜିର ଟ୍ୟୁମର ବାହାର କରାଯାଇଛି, ଯାହାକି ଭାରତରେ ଦ୍ୱିତୀୟ ବୋଲି କୁହାଯାଇଛି। ଫଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗରେ ଆଉ ଏକ ମାଇଲଖୁଣ୍ଟ ହାସଲ କରିଛି ଏମ୍ସ।

Share