ହ୍ୟାଣ୍ଡ୍‌ଲୁମ ଆଣ୍ଡ୍‌ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ ଅବଧି ବୃଦ୍ଧି

ଭୁବନେଶ୍ୱର,୩୧।୩ (ଅଭୟ ଦାଶ): ଭୁବନେଶ୍ୱରର ପାଣିପାଗ ଭଲ ସାଙ୍ଗକୁ ପିଲାଙ୍କ ପରୀକ୍ଷା ମଧ୍ୟ ନିକଟରେ ଶେଷ ହୋଇଯାଇଛି। ଏପରିକି ଦିନକୁ ଦିନକୁ ସହରର ତାପମାତ୍ରା ବୃଦ୍ଧି ପାଇବାରୁ ସନ୍ଧ୍ୟା ସମୟରେ ପ୍ରଦର୍ଶନୀରେ ଭିଡ଼ ବଢୁଛି। ଫଳରେ କାରବାର ମଧ୍ୟ ଆଶାଠାରୁ ଅଧିକ ହେଉଥିବାରୁ ପ୍ରଦର୍ଶନୀର ଅବଧି ୨୦୨୪ ମେ୨୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ହ୍ୟାଣ୍ଡ୍‌ଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଆୟୋଜକ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଏପରିକି ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ଜାରି ରହିଥିବା ହ୍ୟାଣ୍ଡ୍‌ଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀର ଶେଷ ଦିନ ପୂର୍ବରୁ ଏହି ଅବଧି ବୃଦ୍ଧି କରାଯାଇଛି।

ଉଲ୍ଲେଖଯୋଗ୍ୟ, ହରିୟାଣାର କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ଆୟୋଜିତ ‘ହ୍ୟାଣ୍ଡ୍‌ଲୁମ ଆଣ୍ଡ ହାଣ୍ଡିକ୍ରାଫ୍ଟ ପ୍ରଦର୍ଶନୀ’ ୨୦୨୪ ଫେବୃଆରୀ ୨୪ରୁ ଭୁବନେଶ୍ୱରର ୟୁନିଟ୍‌-୩ ପ୍ରଦର୍ଶନୀ ପଡ଼ିଆରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଏହି ପ୍ରଦର୍ଶନୀ ଫେବୃଆରୀରେ ପ୍ରାରମ୍ଭିକ ଭାବେ ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ପ୍ରତ୍ୟହ ପର୍ବାହ୍ନ ୧୧ ଘଟିକାରୁ ରାତ୍ର ୯ଘଟିକା ପର୍ଯ୍ୟନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟିକ ଆହ୍ବାନ: ଧୈର୍ଯ୍ୟ ଶ୍ରେଷ୍ଠ ଉପାୟ

ଭାରତର ଗାର୍ମେଣ୍ଟ ଶିଳ୍ପରେ ଭୁବନେଶ୍ୱର ମଞ୍ଚେଶ୍ୱରସ୍ଥିତ ଏସ୍‌ ସ୍କୋୟାର ମାର୍କେଟିଂ ପ୍ରାଇଭେଟ୍‌ ଲିମିଟେଡ୍‌ ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ପରିଚିତ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରରେ ଏହାର...

ହୁ ହୁ ହୋଇ ବଢୁଛି ସୁନା ଦର: ୯୪ ହଜାର ଟପିଲା

ନୂଆଦିଲ୍ଲୀ,୨ା୪(ପି.ଟି.):ସୁନା ଦର ମଙ୍ଗଳବାର ୨,୦୦୦ ଟଙ୍କା ବୃଦ୍ଧି ପାଇ ଦିଲ୍ଲୀରେ ୧୦ ଗ୍ରାମ ପ୍ରତି ମୂଲ୍ୟ ସର୍ବାଧିକ ୯୪,୧୫୦ ଟଙ୍କାରେ ପହଞ୍ଚତ୍ଛି। ଷ୍ଟକିଷ୍ଟ ଏବଂ ଜୁଏଲର୍ସ...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS)...

ହ୍ବାଟସଆପ୍‌ ଷ୍ଟାଟସ୍‌ରେ ଗୀତ ରଖିବାକୁ ଚାହୁଁଛନ୍ତି କି? ଏମିତି କରନ୍ତୁ ଷ୍ଟେପ୍‌ ବାଏ ଷ୍ଟେପ୍‌

ଯଦି ଆପଣ ଇନଷ୍ଟାଗ୍ରାମ ପରି ହ୍ବାଟସଆପରେ ଗୀତର ଷ୍ଟାଟସ ରଖିବାକୁ ଚାହୁଁଛନ୍ତି, ତେବେ ଆପଣାନ୍ତୁ ଏହି ଟ୍ରିକ୍‌। ହ୍ବାଟସଆପ ତାର ବ୍ୟବହାରକାରୀଙ୍କ ପାଇଁ ଏକ ନୂତନ...

Jio ନା BSNL, ୧୦୦ଟଙ୍କାରେ କିଏ ଦେଉଛି 5 GB ମାଗଣା ଡାଟା, କେଉଁଟା ଫାଇଦା

ଜିଓରେ ୧୦୦ ଟଙ୍କା ଏବଂ ବିଏସଏନଏଲରେ ୧୦୭ ଟଙ୍କା ରିଚାର୍ଜ ପ୍ଲାନ ଅଛି। ଜିଓର ୧୦୦ ଟଙ୍କା ରିଚାର୍ଜ ଯୋଜନାରେ ଗ୍ରାହକମାନଙ୍କୁ ଏକ ସ୍ବତନ୍ତ୍ର ଅଫର...

Moody’s Report: ବିଶ୍ୱରେ ମୋଦିଙ୍କ ଜଲଓ୍ବା, G-20 ଦେଶମାନଙ୍କ ମଧ୍ୟରେ ଭାରତର ଅଭିବୃଦ୍ଧି ହାର ସବୁଠୁ ଦ୍ରୁତ

ନୂଆଦିଲ୍ଲୀ,୧।୪: ୨୦୨୪-୨୫ ବର୍ଷରେ ଭାରତର ଅର୍ଥନୀତି ୬.୫ ପ୍ରତିଶତ ହାରରେ ଅଭିବୃଦ୍ଧି ପାଇବ, ଯାହା G-୨୦ର ବିକଶିତ ଏବଂ ଉଦୀୟମାନ ଦେଶମାନଙ୍କ ମଧ୍ୟରେ ସର୍ବାଧିକ ହେବ...

Gold Price Today: ଗୋଟିଏ ଝଟକାରେ ୧୮୦୨ ଟଙ୍କା ବଢିଗଲା ସୁନା ଦର

ନୂଆଦିଲ୍ଲୀ,୧।୪: ଡୋନାଲ୍ଡ ଟ୍ରମ୍ପ ଆମେରିକା ରାଷ୍ଟ୍ରପତି ଦାୟିତ୍ୱ ଗ୍ରହଣ କରିବା ପରେ, ସେୟାର ବଜାରରେ ଅସ୍ଥିରତା ଦେଖିବାକୁ ମିଳୁଛି। ଟ୍ରମ୍ପ ୨ ଏପ୍ରିଲରୁ ପାରସ୍ପରିକ ଶୁଳ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image