କାମଚଳା ବଜେଟ: ୧ ଟଙ୍କାର ଆୟ, ୧ ଟଙ୍କାର ବ୍ୟୟ

ଭୁବନେଶ୍ୱର,୯ା୨: ରାଜ୍ୟର ନିଜସ୍ବ ଟିକସ: ୨୩.୧୪% (୫୯,୦୦୦ କୋଟି)
ରାଜ୍ୟର ନିଜସ୍ବ ଅଣ-ଟିକସ: ୨୧.୯୬% (୫୬,୦୦୦ କୋଟି)
ଅଂଶଧନ ବାବଦ ଟିକସ: ୨୧.୬୬% (୫୫,୨୩୧.୭୬ କୋଟି)
ଅନ୍ୟାନ୍ୟ ସୂତ୍ରରୁ ଋଣ: ୧୫.୫% (୩୯,୫୧୫ କୋଟି)
କେନ୍ଦ୍ରଠାରୁ ମିଳୁଥିବା ଅନୁଦାନ:୧୩.୨୪% (୩୩,୭୬୮.୨୪ କୋଟି)
ପ୍ରୋଭିଡେଣ୍ଟ ଫଣ୍ଡ, ଅନ୍ୟାନ୍ୟ ଫଣ୍ଡ ଏବଂ ଜମା (ନେଟ୍‌)- ୪.୩୧% (୧୧,୦୦୦ କୋଟି)
ଋଣ ଏବଂ ଅଗ୍ରିମ ଆଦାୟ-୦.୧୯% (୪୮୫ କୋଟି)

ଦରମା, ପେନ୍‌ସନ ଓ ଅନ୍ୟାନ୍ୟ ରାଜସ୍ବ ବ୍ୟୟ: ୫୭.୯୮% (୧,୪୭,୮୫୬.୫୮ କୋଟି)
ପୁଞ୍ଜି କ୍ଷେତ୍ରରେ ବ୍ୟୟ (ଋଣ ବାବଦ ଦେୟ ଫେରସ୍ତ ବ୍ୟତିରେକ): ୨୪.୭୭% (୬୩,୧୬୧.୯ କୋଟି)
ଋଣ ବାବଦ କିସ୍ତି ପ୍ରଦାନ: ୮.୯୩% (୨୨,୭୬୫.୫ କୋଟି)
ଋଣର ସୁଧ ପରିଶୋଧ: ୨.୯୭% (୭୫୬୬ କୋଟି)
ରାଜ୍ୟରୁ ସ୍ଥାନାନ୍ତର ବାବଦ ଦେୟ: ୨.୯୮% (୭,୬୦୦ କୋଟି)
ବିପର୍ଯ୍ୟୟ ପ୍ରଶମନ ପାଣ୍ଠି: ୧.୫୩% (୩,୯୦୦ କୋଟି)
ଋଣ ବିତରଣ (ପ୍ରଶାସନିକ): ୦.୮୪% (୨,୧୫୦.୦୧ କୋଟି)


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ...

ଜିନ୍ଦଲ ଷ୍ଟେନ୍‌ଲେସ୍‌କୁ ସୋର୍ଡ ଅଫ୍‌ ଅନର ପୁରସ୍କାର

ନୂଆଦିଲ୍ଲୀ,୨୩।୧୨: ଜିନ୍ଦଲ ଷ୍ଟେନ୍‌ଲେସ ଲିମିଟେଡ (ଜେଏସ୍‌ଏଲ୍‌)କୁ ନିକଟରେ ଆଉ ଏକ ଅନ୍ତଃରାଷ୍ଟ୍ରୀୟ ସମ୍ମାନ ଓ ସ୍ବୀକୃତି ‘ସୋର୍ଡ ଅଫ୍‌ ଅନର’ ମିଳିଛି। ଏପରିକି ଜେଏସ୍‌ଏଲ୍‌ର ହିସାର ୟୁନିଟକୁ...

୧.୪୬ ଲକ୍ଷ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): କେନ୍ଦ୍ର ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟ ଦ୍ବାରା ୨୦୨୦ରୁ କାର୍ଯ୍ୟକାରୀ ହେଉଥିବା ପିଏଲଆଇ ଯୋଜନା ପୁଞ୍ଜି ନିବେଶ, ଉତ୍ପାଦନ ଏବଂ ନିଯୁକ୍ତି ସୃଷ୍ଟି କ୍ଷେତ୍ରରେ...

ଓଏସିସ୍‌ ଫର୍ଟିଲିଟିର ନୂଆ ମାଇଲଖୁଣ୍ଟ

ଭୁବନେଶ୍ୱର,୨୩।୧୨ (ଅଭୟ ଦାଶ): ବର୍ତ୍ତମାନର ବ୍ୟସ୍ତବହୁଳ ସମୟ ମଧ୍ୟରେ ପ୍ରଜନନ ଜନିତ ସମସ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏପରିକି ପ୍ରଜନନ ଚିକିତ୍ସା ଏବଂ ଯତ୍ନ...

ଲାଇଫ୍‌ ଷ୍ଟାଇଲର ସେଲ୍‌ ଅଫ୍‌ ଦି ସିଜନ

ନୂଆଦିଲ୍ଲୀ,୨୧।୧୨: ଲାଇଫ୍‌ ଷ୍ଟାଇଲର ବହୁ ପ୍ରତୀକ୍ଷିତ ବିକ୍ରୟ ଅଫର ‘ସେଲ୍‌ ଅଫ୍‌ ଦି ସିଜନ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ସ୍ବତନ୍ତ୍ର ବିକ୍ରୟ ଅଫର...

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ...

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର...

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri