ଓଡ଼ିଶା କ୍ୟାଡର ଆଇପିଏସ୍‌ ବିଏସ୍‌ଏଫ୍‌ ଆଇଜି ନିଯୁକ୍ତ

ଭୁବନେଶ୍ୱର,୨୨।୯(ବ୍ୟୁରୋ)-ଓଡ଼ିଶା କ୍ୟାଡର ୧୯୯୩ ବ୍ୟାଚ ଆଇପିଏସ୍‌ ଅଫିସର ସୁଶାନ୍ତ କୁମାର ନାଥକୁ କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର(ବିଏସ୍‌ଏଫ୍‌)ର ଇନ୍‌ସପେକ୍ଟର ଜେନେରାଲ (ଆଇଜି) ଭାବେ ନିଯୁକ୍ତି ଦେଇଛନ୍ତି। ସୋମବାର ଏ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଅବଗତ କରାଯାଇଛି। ଆସନ୍ତା ୫ ବର୍ଷ ଯାଏ ନାଥ ଏହି ଦାୟିତ୍ୱରେ ରହିବେ। ନୂତନ ପଦବୀରେ ଯୋଗଦେବା ଲାଗି ତୁରନ୍ତ ତାଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେବାକୁ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଛେଳି ଚରାଉଥିଲେ ତ କିଏ ମୁଗ ଉପାଡୁଥିଲେ, ପଛପଟୁ ଆସିଲା ବାର୍‌ହା, ଆଉ ତା’ ପରେ…

ଦିଗପହଣ୍ଡି,୨୪ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ସୋମବାର ସକାଳେ ବନ୍ୟଜନ୍ତୁ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି।...

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦେଲେ ସଫଳତା ମିଳେ

ସମ୍ବଲପୁରସ୍ଥିତ ଜାଶ୍‌ ହୋଣ୍ଡାର ନିର୍ଦ୍ଦେଶକ ସମଶେର୍‌ ସିଂ ହୁରା ଏକ ବ୍ୟବସାୟଭିତ୍ତିକ ପରିବାରରେ ଜନ୍ମ ନେଇଥିବାବେଳେ ତାଙ୍କର ଅଟୋମୋବାଇଲ ଶିଳ୍ପ ପ୍ରତି ଖୁବ୍‌ ରୁଚି ରହିଥିଲା।...

ବିରି ଖାଇଦେଲା ବୋଲି ଶୁଆକୁ ଫାଶୀ

ଭୁବନେଶ୍ୱର, ୨୪।୩ (ବନ୍ଦନା ସେଠୀ): ବନ୍ୟପ୍ରାଣୀଙ୍କୁ ଶିକାର କରି ରାନ୍ଧି ଖାଇବା, ପୋଷା ମନାଇ ରଖିବା ଓ ଅତ୍ୟାଚାର କରିବାର ଭିଡିଓ ଏବଂ ଫଟୋ ସୋସିଆଲ...

ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ...

ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ...

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି।...

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image