ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୩ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା ଶୁକ୍ରବାର ରାତି ୧୨ଟା ପରେ ସ୍ଥଳଭାଗ ଅତିକ୍ରମ କରିଛି। ଏବେ ତାହା କ୍ରମଶଃ ଦୂର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ବର୍ଷା ପରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝରରେରେ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସୂଚନା ରହିଛି। ତେଣୁ ଜିଲାର ସବୁ ସ୍କୁଲ ଓ କଲେଜ ଆସନ୍ତାକାଲି ବନ୍ଦ ଘୋଷଣା କରାଯାଇଛି।

ସୂଚନା ଅନୁଯାୟୀ, ଭଦ୍ରକରେ ଶନିବାର ସବୁ ସ୍କୁଲ-କଲେଜ ବନ୍ଦ ରହିବ। ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ ଓ କଲେଜ। ସରକାରୀ ସହ ବେସରକାରୀ ସ୍କୁଲ ମଧ୍ୟ ବନ୍ଦ ରହିବ ବୋଲି ଡିଇଓ ଚିଠିରେ କହିଛନ୍ତି। ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ଦେଇଛନ୍ତି। ସେହିପରି ବାଲେଶ୍ୱରରେ ସ୍କୁଲଗୁଡିକ ବାତ୍ୟା ଆଶ୍ରୟସ୍ଥଳୀ ହୋଇଥିବାରୁ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେନ୍ଦୁଝରରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ତେଣୁ ସବୁ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନ ମୃତ୍ୟୁ: ପୁଣି କେରଳରୁ ଫେରିଲା ଜଣେ ଦାଦନ ଶ୍ରମିକଙ୍କ ମୃତଦେହ

ଲାଞ୍ଜିଗଡ଼,୨୭ା୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ...

ଭାରତୀୟ ଖେଳାଳିଙ୍କୁ ଅଣଦେଖା କରୁଛନ୍ତି ରିକି ପଣ୍ଟିଂ, ଦେଉନାହାନ୍ତି ସୁଯୋଗ…

ନୂଆଦିଲ୍ଲୀ,୨୭।୪: ପଞ୍ଜାବ କିଙ୍ଗ୍ସକୁ ସବୁଠାରୁ ଦୁର୍ବଳ ଦଳ ମଧ୍ୟରେ ଗଣନା କରାଯାଉଥିଲା। କିନ୍ତୁ ମୁଖ୍ୟ ପ୍ରଶିକ୍ଷକ ରିକି ପଣ୍ଟିଂ ଏବଂ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ପଞ୍ଜାବ...

ସ୍ତ୍ରୀଙ୍କୁ ମର୍ଡର କରିବାକୁ ଆସି ବାପଘର ଲୋକଙ୍କ ପାଲଟା ଆକ୍ରମଣରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଜଟଣୀ,୨୭ା୪: ଖୋର୍ଦ୍ଧା ଜିଲା ଜଟଣୀ ଇନଫୋ ଭ୍ୟାଲି ଥାନା ଅନ୍ତର୍ଗତ ଗ୍ରାମଣ୍ଡିହରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶ୍ବଶୁର ଘରେ ଶାଶୁ, ସ୍ତ୍ରୀକୁ ଆକ୍ରମଣ ବେଳେ...

ଟିମ୍‌ ଇଣ୍ଡିଆରୁ ବହିଷ୍କୃତ ହେବା ପରେ ନାୟରଙ୍କୁ ମିଳିଲା ଆଉ ଏକ ଚାକିରି, ହେଲେ ଏହି ଟିମ୍‌ର ମେଣ୍ଟର

ନୂଆଦିଲ୍ଲୀ,୨୭।୪: ଟିମ୍‌ ଇଣ୍ଡିଆର ପୂର୍ବତନ ସହାୟକ ପ୍ରଶିକ୍ଷକ ଅଭିଷେକ ନାୟାର ଏବେ ପ୍ରଶିକ୍ଷକ ଦଳର ଅଂଶ ନୁହଁନ୍ତି। ନିକଟରେ ବିସିସିଆଇ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲା।...

ବାହାଘର ଭୋଜି ଖାଇବାକୁ ଯାଇ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଗଲା

ନୟାଗଡ଼,୨୭ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଗୋଡ଼ିବିଡ଼ା ଗାଁ ପୋଖରୀରେ ବୁଡ଼ି ୩ ନାବାଳକଙ୍କ ଜୀବନ ଯାଇଛି। ମୃତକ ହେଲେ ନୂଆଗାଁ ଥାନା...

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା...

ନିଜ ସାମର୍ଥ୍ୟର ପରିଚୟ ଦେଇଥାଏ ପ୍ରଥମ ରୋଜଗାର

ପ୍ରଥମ ଉପାର୍ଜନ ବା ପ୍ରଥମ ଆୟ, ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ; ଯାହା ଆର୍ଥିକ ସ୍ବାଧୀନତା ଓ ଆତ୍ମବିଶ୍ୱାସର ପ୍ରଥମ ପାଦଚିହ୍ନ ହୋଇପାରେ। ମୋ କଥା ଏଠି...

ରକ୍ତ ସମ୍ପର୍କ ଭୁଲିଗଲେ… ଗାଁ ଦାଣ୍ଡରେ ସାନ ଭାଇକୁ ବାନ୍ଧି ପିଟି ପିଟି ମାରିଦେଲେ ବଡ଼ ଭାଇ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣପଦର ଗ୍ରାମରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ବଡ଼ ଭାଇର ଆକ୍ରମଣରେ ସାନ ଭାଇ ମୃତ୍ୟୁବରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image