ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହିଦିନ ଆକାଉଣ୍ଟକୁ ଯିବ ବଳକା ଟଙ୍କା…

ଭୁବନେଶ୍ୱର,୨୫।୯: ସୁଭଦ୍ରା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। କିଛି ସମୟ ପୂର୍ବରୁ ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କେଉଁଦିନ ପ୍ରଥମ ଓ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ ଏନେଇ ସେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି।

ସେ କହିଛନ୍ତି, ୨ ଦିନ ତଳେ ଯାହା ରିଭ୍ୟୁ ନେଇଥିଲି ୯୨ ଲକ୍ଷ ପାଖା ପାଖି ଲୋକେ ସୁଭଦ୍ରା ଯୋଜନା ପାଇଁ ଆବଦେନ କରିଥିଲେ। ଆମେ ୨୫ ଲକ୍ଷ ୧୧ ହଜାର ଲୋକଙ୍କୁ ଦେଇଛୁ। ଆଉ ଗୋଟିଏ ସପ୍ତାହ ଭିତରେ ୧ କୋଟି ଲୋକଙ୍କ ଆବଦେନ ବୋଧେ ଆସିଯାଇଥିବ। ସୁଭଦ୍ରା ଯୋଜନା କୋଟିଏ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ୧ରୁ ସ୍ଲାବ ହେବ ପୁଣି ଲୋକଙ୍କୁ ଦିଆଯିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଏଥର ୨୫ ଲକ୍ଷ ୧୧ ହଜାର ଲୋକଙ୍କ ପାଖେ ପହଞ୍ଚିବୁ। ପ୍ରଥମ କିସ୍ତି ସମସ୍ତେ ପାଇବା ପରେ ଏଭଳି ସ୍ଥିତି ହେବ ନାହିଁ। ତେଣୁ ମାର୍ଚ୍ଚ ୮ରେ ସମସ୍ତେ ଏକା ସାଙ୍ଗରେ ୨ଟି କିସ୍ତି ଟଙ୍କା ପାଇବେ।

ସେହିପରି ମୁଖ୍ୟମନ୍ତ୍ରୀ କହିଛନ୍ତି, କିଛିଦିନ ମଧ୍ୟରେ ବାକି ୨୫ ଲକ୍ଷଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୧ କୋଟି ମହିଳାଙ୍କୁ ପର୍ଯ୍ୟାୟ କ୍ରମେ ଟଙ୍କା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ମୋ ବସ୍‌ ଧକ୍କାରେ ଜଣଙ୍କ ମୃତ୍ୟୁ: ବସ୍‌କୁ ଅଟକ ରଖିଲେ ଲୋକେ

ଭୁବନେଶ୍ୱର,୨୫।୯: ପୁଣି ବଦନାମ ମୁଣ୍ଡାଇଲା ମୋ ବସ୍‌। ରଘୁନାଥପୁରରେ ମୋ ବସ୍ ମାଡିଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି।  

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ।...

ଭରତପୁର ଥାନା ମାମଲା: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ହେବ ପଲିଗ୍ରାଫ୍‌ ଟେଷ୍ଟ୍‌

ଭୁବନେଶ୍ୱର,୨୫ା୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍‌ ହେବ। ପଲିଗ୍ରାଫ୍‌ ଟେଷ୍ଟ୍‌ ପାଇଁ କ୍ରାଇମବ୍ରାଞ୍ଚକୁ...

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ...

ନବୀନଙ୍କୁ କଡ଼ା ସମାଲୋଚନା କରି ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି,ଓଡ଼ିଆ କଷ୍ଟ ପାଇଲେ ସରକାର ବଦଳାଇବେ। ଭୋଟ ପାଇଁ...

ବିଜେଡି ସମ୍ପର୍କରେ ବହୁ ଭାଜପା ନେତା, ଭାଜପା ଶିବିରରେ ଚହଳ, ଦେବୀ ମିଶ୍ର କହିଲେ…

ଭୁବନେଶ୍ୱର,୨୫।୯: ଭାରତୀୟ ଜନତା ପାର୍ଟି ନା ବିଜୁ ଜନତା ଦଳ କିଏ କରିବ ହଲଚଲ। ଏନେଇ ମୁହାଁମୁହିଁ ହୋଇଛନ୍ତି ଦୁଇ ଦଳର ବଡ଼ ବଡ଼ ନେତା।...

ଗୁରୁବାର ଓଡ଼ିଶା ଆସିବେ ଜେପି ନଡ୍ଡା

ଭୁବନେଶ୍ୱର,୨୫।୯: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର  ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।...

ନବୀନଙ୍କ ନୂଆ ମାଷ୍ଟରପ୍ଲାନ! ପ୍ରତି ଜିଲାରେ ହେବ…

ଭୁବନେଶ୍ୱର,୨୫।୯: ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଅଧ୍ୟକ୍ଷତା କରିବେ ଖୋଦ୍‌ ସୁପ୍ରିମୋ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri