ପିଲାଙ୍କୁ ଛତୁଆ ବଦଳରେ ମିଳିବ ମାଣ୍ଡିଆ, ଉପମୁଖ୍ୟମନ୍ତ୍ରୀ କହିଲେ, ବଦନାମ ହେଲୁଣୁ…

ଭୁବନେଶ୍ୱର,୩୦।୯: ମନ୍ତ୍ରୀଙ୍କୁ ଘାରିଲାଣିି ଛତୁଆ ଚିନ୍ତା । ଆଗକୁ ମାଣ୍ଡିଆ ନେଇପାରେ ଛତୁଆରେ ଜାଗା । ଖରାପ ମାନର ଛତୁଆକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗକୁ ଛତୁଆ ବଦଳରେ ମାଣ୍ଡିଆ ଦେବା ପାଇଁ ଚିନ୍ତା କରୁଛି ବିଭାଗ । ସବୁଆଡେ ଛତୁଆ ନୁହଁ, ଆଞ୍ଚଳିକ ଆବଶ୍ୟକତା ଅନୁଯାୟୀ, ପିଲାଙ୍କୁ ଖାଦ୍ୟ ଦିଆଯିବ । ଖାସ କରି ଖରାପ ଛତୁଆ ବିଭାଗ ପାଇଁ ସାଜିଛି ମୁଣ୍ଡବ୍ୟଥାର କାରଣ । ଖରାପ ଛତୁଆକୁ ନେଇ ବିଭାଗ ନିନ୍ଦା ସହୁଛି । ପୃଷ୍ଟିକର ଛତୁଆ କେମିତି ତିଆରି ହେବ । ସେନେଇ ବିଭାଗ ଆଲୋଚନା କରୁଛି । ଖୁବଶୀଘ୍ର ଏଦିଗରେ କିପରି ପଦକ୍ଷେପ ନିଆଯିବ । ସେନେଇ ମଧ୍ୟ ଆଲୋଚନା ଚାଲିଛି । ଅପପୃଷ୍ଟି ମୁକ୍ତ ଓଡିଶା ଗଠନ କରିବାକୁ ବିଭାଗ ପ୍ରତିଶୃତିବଦ୍ଧ ବୋଲି ପ୍ରଭାତୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର କାଫେରେ OSSSC ପରୀକ୍ଷା !

ଭୁବନେଶ୍ୱର,୩୦।୯: ରାଜ୍ୟରେ ସରକାରୀ ଚାକିରି କରାଇଦେବାକୁ ଅନେକ ଦଲାଲ ମାତିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଏକ ସାଇବର କାଫେରେ ଗ୍ରୁପ୍-ସି ଚାକିରି ପାଇଁ ପରୀକ୍ଷା କରାଯାଉଥିବା...

ଶ୍ୱଶୁର ଘରକୁ ଆସି ଗାଧୋଇ ଯାଇଥିଲେ: କେନାଲରେ ଭାସି ପାଇପ୍‌ରେ ଫସିଲେ

କଣ୍ଟାବାଞ୍ଜି/ମୁରିବାହାଲ,୩୦।୧୦: ବଳାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଅଧୀନ ଅଏଁଲଭଟ୍ଟା ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁର ଘର ଗାଁକୁ ଜ୍ୱାଇଁ ଆସି ସ୍ଥାନୀୟ...

ମୁହାଁମୁହିଁ ଧକ୍କାରେ ଜଳିଗଲା ୨ ବାଇକ୍: ନିଆଁରେ ଜଳି ଦୁଇ ମୃତ, ଅନ୍ୟଜଣେ ଆହତ

କୁଆଁରମୁଣ୍ଡା,୩୦/୦୯(ମହେନ୍ଦ୍ର କୁମାର ସାହୁ): ସୋମବାର ବୀରମିତ୍ରପୁର ଥାନା ଅନ୍ତର୍ଗତ ରାଏବୋଗା ରୋଡ କୁଡ଼ପାନିଟୋଲି ବୁଲାଣି ନିକଟରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ:  ବାପାଙ୍କ ଠାରୁ ପୁଅ ଭିନେ ହୋଇଥିଲେ…

ଭିନେଭୁବନେଶ୍ୱର,୩୦।୯: ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ  ନାୟକ  ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ  ବଡ଼ ବୟାନ  ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବାପାଙ୍କ ଠାରୁ ପୁଅ...

ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ: ଶଙ୍ଖଭବନରେ ୨ ଗୋଷ୍ଠୀ ମୁହାଁମୁହିଁ, ବବି ବୁଝାଇ କହିଲେ….

ଭୁବନେଶ୍ୱର,୩୦।୯: ଭୁବନେଶ୍ବର ପରେ ଭଦ୍ରକରେ ତେଜିଲା ବିଜେଡି ଗୋଷ୍ଠୀ କନ୍ଦଳ। ଗୋଷ୍ଠୀ କନ୍ଦଳ ପରେ ଶଙ୍ଖଭବନରେ ପହଞ୍ଚିଛନ୍ତି ଉଭୟ ଗୋଷ୍ଠୀ । ଭଦ୍ରକ ଜିଲା ସମୀକ୍ଷା...

ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର, ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୩୦।୯: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଏଣିକି ସୁଭଦ୍ରା ଆବେଦନକାରୀଙ୍କୁ ଟଙ୍କା ସହ ପୁରସ୍କାର ମଧ୍ୟ ମିଳିବ। ଦ୍ୱିତୀୟ...

ବଦଳିଲେ ଟୁଇନ ସିଟି କମିଶନର , ନୂତନ କମିଶନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂ

ଭୁବନେଶ୍ୱର,୩୦।୯: ପାର୍ବଣ ପୂର୍ବରୁ ବଦଳିଲେ ଟୁଇନ ସିଟି କମିଶନର । ୧୯୯୮ ବ୍ୟାଚ ବରିଷ୍ଠ ଆଇପିଏସ ସୁରେଶ ଦେବଦତ୍ତ ସିଂ ନୂତନ କମିଶନର ଭାବେ ସୋମବାର...

ବିଜେଡିରେ ହଲଚଲ! ନବୀନଙ୍କ ବଡ଼ ଆକ୍ସନ…

ଭୁବନେଶ୍ୱର,୩୦।୯: ବିଜେଡି କଳି ଏବେ ତେଜିବାରେ ଲାଗିଛି। ବିଜେଡି କଳି ଉଗ୍ର ରୂପ ନେବା ପରେ ବିଜେଡି ସୁପ୍ରିମୋ ଆକ୍ସନ ନେଇଛନ୍ତି। ଏନେଇ ୪ ଜଣଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri