ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ କଲେ ମୋହନ।

ଏଣିକି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ରହିବେ। ଆଉ ଏହି ଅଭିଯୋଗ ପ୍ରକୋଷ୍ଠ ହେବ ମୋହନଙ୍କ ବାସଭବନ। ଏଥର ସପ୍ତାହକୁ ୬ ଦିନ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ଜଣେ ସରକାରୀ ଅଧିକାରୀ ଅଭିଯୋଗ ସଂଗ୍ରହ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

ଯାଆଁଳା ଉଉଣୀଙ୍କୁ ଚାପିଦେଲା ଟ୍ରକ, ଆଉ ତା’ପରେ…

ଢେଙ୍କାନାଳ,୨୧।୯: ପୁରୁଣାକଟକ-ସମ୍ବଲପୁର ରାସ୍ତା ଶୁକିଆବାଉତି ଛକରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଚାପାରେ ଦୁଇ ଯାଆଁଳା ଉଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri