ଲୋକପ୍ରିୟତାରେ ପୁଣି ୧ନଂ ହେଲେ ନବୀନ

ଭୁବନେଶ୍ୱର,୧୧।୨: ଲୋକପ୍ରିୟତାରେ ପୁଣି ୧ନଂ ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଲୋକପ୍ରିୟତାରେ ସବୁଠୁ ଆଗରେ । ଇଣ୍ଡିଆ ଟୁଡେ ମୁଡ ଅଫ ଦ ନେଶନ ସର୍ଭେରେ ନିଜ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ପୁଣି ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି ।

ସଦ୍ୟ ସର୍ଭେ ଅନୁଯାୟୀ, ନବୀନଙ୍କୁ ରାଜ୍ୟର ୫୨.୭% ଲୋକେ ପସନ୍ଦ କରୁଛନ୍ତି । ଓଡ଼ିଶାରେ ସର୍ଭେ ଟିମ ୩୭୬୦ଜଣଙ୍କ ମତ ନେଇଥିଲା । ସେଥିରୁ ୫୨.୭% ଲୋକେ ନବୀନଙ୍କ କାମରେ ବେଶ ସନ୍ତୁଷ୍ଟ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ସିବିରେ ସ୍ଥାନାନ୍ତର ହେବ ନନ୍‌ଟ୍ରମା କାଜୁଆଲ୍‌ଟି

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲର ନନ୍‌ଟ୍ରମା କାଜୁଆଲ୍‌ଟି ସ୍ଥାନାନ୍ତର ହେବ। ଏବେ କାଜୁଆଲ୍‌ଟି ଯେଉଁ ସ୍ଥାନରେ କାର୍ଯ୍ୟ କରୁଛି, ସେଠାରୁ ଉଠିଯାଇ ଭେଷଜ ୱାର୍ଡର ୟୁନିଟ୍‌-୬ରେ...

ବଡ଼ଦିନ, ନୂଆବର୍ଷରେ ସ୍ବାଦିଷ୍ଟ ଖାଦ୍ୟର ମଜାନେବେ ସହରବାସୀ

କଟକ,୨୩ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଦିନ କେଇଟା ପରେ ବଡ଼ଦିନ ଓ ନୂଆବର୍ଷ। ପ୍ରଭୁ ଯିଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ସହ ନୂତନ ବର୍ଷକୁ ସ୍ବାଗତ କରିବା ପାଇଁ ସହରବାସୀ...

ଅଭିନେତ୍ରୀଙ୍କଠାରୁ ୮.୨୫ ଲକ୍ଷ ଟଙ୍କା ଠକି ନେଇ ଗିରଫ ହେଲେ ଯାତ୍ରା ପାର୍ଟି ମାଲିକ

ଭୁବନେଶ୍ୱର,୨୩ା୧୨(ସୂର୍ଯ୍ୟକାନ୍ତ ବେହେରା): ଅଭିନେତ୍ରୀଙ୍କୁ ମିଥ୍ୟା ଆଶ୍ୱାସନା ଦେବା ସହ ପ୍ରତାରଣା କରି ୮ ଲକ୍ଷରୁ ଅଧିକ ଟଙ୍କା ଠକିବା ମାମଲାରେ ଲିଙ୍ଗରାଜ ପୋଲିସ ଜଣେ ଯାତ୍ରା...

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri