ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ଶୁକ୍ରବାର ଏହି ସମୟରୁ ଆରମ୍ଭ ହେବ ପଞ୍ଜୀକରଣ

ଭୁବନେଶ୍ୱର,୩୦।୧: ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିନ ୧୧ ଟା ରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।

ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ

ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ...

ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ

କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା...

ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ

ମାଲକାନଗିରି,୨୦ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍‌ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ...

ଶସ୍ତାରେ ବୋଲେରୋ ଦେବାକୁ କହି ଠକିନେଲେ ୬ ଲକ୍ଷ ୩୫ ହଜାର ଟଙ୍କା

କୋରାପୁଟ,୨୦।୨(ଅମିତାଭ ବେହେରା): ଶସ୍ତାରେ ବୋଲେରୋ ପିକଅପ୍‌ ଭ୍ୟାନ ଦେବାକୁ କହି ଅନ୍‌ଲାଇନ ଜରିଆରେ ୬ଲକ୍ଷ ୩୫ ହଜାର ଟଙ୍କା ଠକେଇ ଘଟଣାରେ ଗୁରବାର କୋରାପୁଟ ସାଇବର...

KIIT ବିବାଦକୁ ନେଇ ବଡ଼ଖବର: ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୦।୨: କିଟ୍‌ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଗୁରୁବାର ଆଉ ୫ ଜଣଙ୍କୁ ଗିରଫ କରାଯାଇଛି। ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର...

ଛାତ୍ରୀ ଅପହରଣ, ବଳାତ୍କାର ମାମଲା: ଯୁବକଙ୍କୁ ୨୦ବର୍ଷ କାରାଦଣ୍ଡ

ବ୍ରହ୍ମପୁର,୨୦ା୨(ସୁବାସ ଚନ୍ଦ୍ର ପାଢ଼ୀ) : ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ଛାତ୍ରୀ ଅପହରଣ ଓ ବଳାତ୍କାର ମାମଲାର ଶୁଣାଣି...

KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି

ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍‌ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍‌ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍‌ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା

ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍‌ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image