ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ ପିନ୍ଧି କଂଗ୍ରେସ ବିଧାୟକମାନେ ଗୃହର ମଧ୍ୟଭାଗକୁ ଆସି ସ୍ଲୋଗାନ ଦେବା ସହିତ ଘଣ୍ଟ ବାଡେଇବା ସହିତ ତୁରୀ ଫୁଙ୍କି ପ୍ରତିବାଦ କରିଥିଲେ। ଫଳରେ ପ୍ରବଳ ହଟ୍ଟଗୋଳ ଯୋଗୁ ସାଢ଼େ ୧୧ ଯାଏଁ ଗୃହକୁ ମୁଲତବି ରଖିଥିଲେ ବାଚସ୍ପତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦେଲେ ସଫଳତା ମିଳେ

ସମ୍ବଲପୁରସ୍ଥିତ ଜାଶ୍‌ ହୋଣ୍ଡାର ନିର୍ଦ୍ଦେଶକ ସମଶେର୍‌ ସିଂ ହୁରା ଏକ ବ୍ୟବସାୟଭିତ୍ତିକ ପରିବାରରେ ଜନ୍ମ ନେଇଥିବାବେଳେ ତାଙ୍କର ଅଟୋମୋବାଇଲ ଶିଳ୍ପ ପ୍ରତି ଖୁବ୍‌ ରୁଚି ରହିଥିଲା।...

ବିରି ଖାଇଦେଲା ବୋଲି ଶୁଆକୁ ଫାଶୀ

ଭୁବନେଶ୍ୱର, ୨୪।୩ (ବନ୍ଦନା ସେଠୀ): ବନ୍ୟପ୍ରାଣୀଙ୍କୁ ଶିକାର କରି ରାନ୍ଧି ଖାଇବା, ପୋଷା ମନାଇ ରଖିବା ଓ ଅତ୍ୟାଚାର କରିବାର ଭିଡିଓ ଏବଂ ଫଟୋ ସୋସିଆଲ...

ଟ୍ରାକ୍ଟରକୁ ପଛପଟୁ ଧକ୍କାଦେଲା କଣ୍ଟେନର, ଜଣଙ୍କ ଜୀବନ ଗଲା, ଜଣେ ଆହତ

ଦେବଗଡ଼,୨୪ା୩(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନା ଅନ୍ତର୍ଗତ ବାହାଡ଼ାପୋଶି ଓଭର ବ୍ରିଜ୍‌ ଉପରେ ଏକ ପାଇପ୍‌ ବୋଝେଇ ଟ୍ରାକ୍ଟରକୁ ଏକ କଣ୍ଟେନର ପଛପଟୁ ଧକ୍କା ଦେବାରୁ...

ଅରୁଣ ବୋଥ୍ରାଙ୍କ ପୋଷ୍ଟକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୪ା୩(ସତ୍ୟଜିତ୍‌ ରାଉତ): ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ସହ ଜଡ଼ିତ ୨ଟି ମାମଲାକୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବନ୍ଦ କରିବାକୁ...

କାଳବୈଶାଖୀର କରାଳ ରୂପ, ଉଜୁଡ଼ିଗଲା ଫସଲ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ରହିଛି।...

ଆଧାରକାର୍ଡ ସାଜିଛି ବାଧକ: ସରକାରୀ ଯୋଜନାରୁ ବଞ୍ଚିତ ଅନେକ ପରିବାର

ଥୁଆମୂଳ ରାମପୁର,୨୪ା୩(ଦୁର୍ଗା କୀର୍ତ୍ତି): ସରକାରଙ୍କ ନିୟମ ଅନୁସାରେ ପ୍ରତ୍ୟେକ ଲୋକଙ୍କୁ ଆଧାର କାର୍ଡ କରିବା ନିହାତି ଭାବରେ ଆବଶ୍ୟକ କାହିଁକି ନା ଯେକୌଣସି ସରକାରୀ ଯୋଜନା...

ଆଜି ଆସୁଛନ୍ତି ରାଷ୍ଟ୍ରପତି

ଭୁବନେଶ୍ୱର,୨୪ା୩(ସୂର୍ଯ୍ୟକାନ୍ତ ବେହେରା): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାରଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ନୂଆଦିଲ୍ଲୀରୁ ବାୟୁସେନାର ସ୍ବତନ୍ତ୍ର ବିମାନରେ ଛତିଶଗଡ ରାଜଧାନୀ ରାୟପୁରସ୍ଥିତ ସ୍ବାମୀ...

ସରକାରୀ କର୍ମଚାରୀଙ୍କ ପାଇଁ ସ୍ବାସ୍ଥ୍ୟବୀମା ଲାଗୁ ଦାବି

ଭୁବନେଶ୍ୱର,୨୪।୩(ବନ୍ଦନା ସେଠୀ): ରାଜ୍ୟ ସରକାର ଓଡ଼ିଶାରେ ଆୟୁଷ୍ମାନ୍‌ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାକୁ ଲାଗୁ କରିବାକୁ ଯାଉଛନ୍ତି। ରାଜ୍ୟର ୩ କୋଟି ୪୬...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image