ଓଡ଼ିଶା କନ୍‌ଷ୍ଟେବଲ୍‌ ନିଯୁକ୍ତି: ବୟସ ସୀମାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

କଟକ, ୪।୧୦: ଓଡ଼ିଶା ପୋଲିସ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ଆବେଦନ ଚାଲିଥିବା ବେଳେ ବୟସ ସୀମାକୁ
ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ରାଜ୍ୟର ସବୁ ବାଟାଲିଅନ୍‌ରେ କନ୍‌ଷ୍ଟେବଲ୍‌ ନିଯୁକ୍ତି ପାଇଁ ବୟସ ସୀମା କୋହଳ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।

ଆବେଦନକାରୀଙ୍କୁ ଅନ୍‌ଲାଇନ୍‌/ଅଫ୍‌ଲାଇନ୍‌ରେ ଆବେଦନ କରିବାକୁ କୋର୍ଟ ଅନୁମତି ଦେଇଛନ୍ତି। ତେବେ ଆବେଦନ କରିହେବ, ମାତ୍ର ଫଳ ପ୍ରକାଶ ହେବନି କହିଛନ୍ତି ହାଇକୋର୍ଟ। ରାଜ୍ୟରେ ୧୩୨୦ କନଷ୍ଟେବଲ୍‌ ପଦବୀ ପୂରଣ ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ତେବେ ଏହି ପଦବୀରେ ଆବେଦନ ପାଇଁ ସର୍ବାଧିକ ବୟସ ସୀମାକୁ ନେଇ ବିବାଦ ଦେଖାଦେଇଥିଲା।
ପ୍ରତିବର୍ଷ ଖାଲି ହେଉଥିବା ପଦବୀ ପୂରଣ ପାଇଁ ନିୟମ ରହିଥିଲା ମଧ୍ୟ ୨୦୧୮ ପରଠୁ ଆଉ ନିଯୁକ୍ତି କରାଯାଇ ନ ଥିବା ବେଳେ ୫ ବର୍ଷ ବ୍ୟବଧାନରେ ପରୀକ୍ଷା ହେଉଥିବାରୁ ବୟସ ସୀମାକୁ ନେଇ ବିବାଦ ଦେଖା ଦେଇଥିଲା। ଯେଉଁଥିପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅନେକ କନଷ୍ଟେବଲ୍‌ ଆଶାୟୀ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

ବନ ବିଭାଗର ବିଫଳତା: ପୁଣି ଜୀବନ ନେଲା ରେଡିଓକୁଲାର ଲାଗିଥିବା ଦନ୍ତା

ବଣାଇଁ,୪।୧୦(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ କୋଇଡ଼ା ରେଞ୍ଜ ଅଧୀନ ପାଟମୁଣ୍ଡା ଗ୍ରାମରେ ଆତଙ୍କ ସୃଷ୍ଟି କରିଥିବା ଗୋଠଛଡା ଦନ୍ତା ପୁଣି ଉତ୍ପାତ ମଚାଇ...

ସୃଷ୍ଟିହେଲା ଲଘୁଚାପ: ମା’ଙ୍କ ଆଗମନରେ ଭିଜିପାରେ ଓଡ଼ିଶା

ଭୁବନେଶ୍ୱର,୪।୧୦: ଉତ୍ତର ବଙ୍ଗୋପସାଗରରେ ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୭ ଦିନ ରାଜ୍ୟରେ କିଛି ଅଞ୍ଚଳରେ ହାଲୁକାରୁ...

ପାର୍ବଣ ପାଇଁ ତତ୍ପର ପ୍ରଶାସନ: ଉଠାଦୋକାନୀଙ୍କୁ ଉଚ୍ଛେଦ

ଦାରିଙ୍ଗବାଡି,୪।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲାର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡିରେ ଶାରଦୀୟ ଛୁଟି ପାଇଁ ପ୍ରବଳ ଭିଡ଼ ଆରମ୍ଭ ହୋଇଗଲାଣି। ଗୋଟିଏ ପଟେ...

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ...

କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ

ସମ୍ବଲପୁର,୪।୧୦: କନଷ୍ଟେବଳଙ୍କୁ ହାଣି ପାପୁଲି ଛିଡ଼ାଇ ନେଲେ ଦୁର୍ବୃତ୍ତ। ଏଭଳି ଅଭାନୀୟ ଘଟଣା ଘଟିଛି ବୁର୍ଲା ଥାନା ଝରାପାଲି ଗାଁରେ । ପୋଲିସ ଉପରେ ହୋଇଛି...

ମା’ ଶାରଳାଙ୍କ ମନ୍ଦିରରେ ନିମ୍ନମାନର ଘିଅ ନେଇ ଫୁଡ ଇନ୍ସପେକ୍ଟରଙ୍କ ଯାଞ୍ଚ

ଜଗତସିଂହପୁର,୪।୧୦: ଜଗତସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିରରେ ନିମ୍ନମାନର ଘିଅ ବ୍ୟବହାର ହେଉଥିବା ଗୁରୁବାର ଅଭିଯୋଗ ହୋଇଥିଲା। ଏ ନେଇ ଶୁକ୍ରବାର ଫୁଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri