ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୧୫ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ଟପିଲା

ଭୁବନେଶ୍ୱର,୧୭।୧୧(ବ୍ୟୁରୋ): ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ଟୁଇଟ୍‌ ଦେଖି ଜାଣନ୍ତୁ କେଉଁଠୁ କେତେ:

Share