ସରକାର ଲଗାଇଲେ କଟକଣା: ଏତିକି ବର୍ଷରୁ କମ୍ ପିଲା ଫୁଟାଇ ପାରିବେନି ବାଣ

ଭୁବନେଶ୍ୱର,୩୦।୧୦: ଦୀପାବଳି ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। କେତେ ସମୟରୁ କେତେ ସମୟ ପର୍ଯ୍ୟନ୍ତ ଏବଂ କେଉଁ ବୟସର ଛୋଟ ପିଲାମାନେ ବାଣ ଫୁଟାଇ ପାରିବେ ସେନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

ଜାରି ହୋଇଥିବା ସୂଚନା ଅନୁଯାୟୀ ଦୀପାବଳିରେ ସନ୍ଧ୍ୟା ୭ଟାରୁ ୯ଟା ପର୍ଯ୍ୟନ୍ତ ଖୋଲା ସ୍ଥାନରେ କେବଳ ସବୁଜ ବାଣ ଫୁଟାଇ ପାରିବେ। ଯାହା ଉଚ୍ଚତମ ନ୍ୟାୟାଳୟର ଆଦେଶ ଅନୁପାଳନ ପୂର୍ବକ କରିବାକୁ ପଡିବ। ସେହିପରି ଉଚ୍ଚ ଶଦ୍ଦ ସୃଷ୍ଟି କରୁଥିବା (୧୨୫ ଡେସିବେଲ୍) ଊର୍ଦ୍ଧ୍ବ) ବାଣ ପ୍ରସ୍ତୁତି, ବିକ୍ରି ତଥା ବ୍ୟବହାର ବେଆଇନ ଅଟେ।

ଏପରିକି ବଗିଚା, ପାର୍କ, ଡାକ୍ତରଖାନା, ଧାର୍ମିକ ସ୍ଥଳ ଇତ୍ୟାଦି ଅଞ୍ଚଳର ୧୦୦ ମିଟର ପରିସର ମଧ୍ଯରେ ବାଣ ଫୁଟାଇବା ବେଆଇନ ଅଟେ। ଏଥିସହିତ ୧୦ ବର୍ଷରୁ କମ୍ ବୟସ୍କ ପିଲାମାନଙ୍କ ପାଇଁ ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ମଧ୍ୟ ନିଷେଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିଲା ଏପ୍ରିଲ ତାତି

ଭୁବନେଶ୍ୱର,୨୩ା୪(ଅନୁରାଧା ମହାରଣା):ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ୁଥିବାବେଳେ ମଙ୍ଗଳବାର ପୂର୍ବର ସବୁ ରେକର୍ଡ ଭାଙ୍ଗିଛି। ଝାରସୁଗୁଡା ଏପ୍ରିଲ ମାସର ତାତିରେ ସର୍ବକାଳୀନ ରେକର୍ଡ କରିଛି। ୧୯୫୩...

ପହଲଗାମ ପରେ ଟାର୍ଗେଟ୍‌ରେ ଉରି: ଆତଙ୍କବାଦୀ ନିପାତ

ଶ୍ରୀନଗର,୨୩।୪:ଜମ୍ମୁ କଶ୍ମୀରର ପହଲଗାମ ପରେ ଉରି ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା। କିନ୍ତୁ ସେନା ଆତଙ୍କବାଦୀଙ୍କ ଉଦ୍ୟମକୁ ପଣ୍ଡ କରିଦେଇଛି। ବୁଧବାର ସେନା ଅନୁପ୍ରବେଶ କରିବାକୁ ଚେଷ୍ଟା...

ରାଜ୍ୟ ଖାଦ୍ୟ ଆୟୋଗ ସଦସ୍ୟଙ୍କ ବରଗଡ଼ ଜିଲା ଗସ୍ତ

ବରଗଡ଼,୨୩।୪(ପ୍ରେମାନନ୍ଦ ଖମାରୀ) : ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଦୟାନିଧି ଦାଶ ଏବଂ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲା ଗସ୍ତରେ ଆସିଛନ୍ତି।...

ସାନଭାଇ ବାହାଘର ଦିନ ବଡ଼ଭାଇଙ୍କ ଆତ୍ମହତ୍ୟା

ବଡ଼ଗାଁ,୨୩।୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମଟିଆ ଗ୍ରାମରେ ଜଣେ ବ୍ୟକ୍ତି ତାଙ୍କ ସାନଭାଇଙ୍କ ବାହାଘର ଦିନ ଆତ୍ମହତ୍ୟା କରିଛନ୍ତି।...

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ନାବାଳକଙ୍କ ସମେତ ୩ ଅଟକ

ସୁନ୍ଦରଗଡ଼,୨୩ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ଆଦିବାସୀ ନାବାଳିକା(୧୫)ଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ...

ପୋଖରୀରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ, ହତ୍ୟା ସନ୍ଦେହ

ନୂଆପଡ଼ା/କୋମନା,୨୩ା୪ (ମକାରୁ ବେମାଲ/ସୋବିନ ଛତ୍ରିଆ): ନୂଆପଡ଼ା ଜିଲା କୋମନା ଥାନା ଟିକ୍ରାପଡ଼ା ଗାଁ ବଡ଼ବନ୍ଧ ପୋଖରୀରୁ ମଙ୍ଗଳବାର ପୋଲିସ ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଜବତ...

ଜଙ୍ଗଲ ଅଧିକାର ଆଇନ କାର୍ଯ୍ୟକାରିତାରେ ବିଳମ୍ବ ଜମି ଜଙ୍ଗଲମୁକ୍ତି ଆନ୍ଦୋଳନ କମିଟିର ଧାରଣା ଚେତାବନୀ

ନୂଆପଡ଼ା,୨୩ା୪ (ମକାରୁ ବେମାଲ)-ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ସଂଶୋଧିତ ଆଇନ ୨୦୧୨ କାର୍ଯ୍ୟକାରିତାରେ ପ୍ରଶାସନର ଅହେତୁକ ବିଳମ୍ବ ସାଙ୍ଗକୁ ପଟ୍ଟା ପ୍ରଦାନରେ ସ୍ବଚ୍ଛତା ରହୁ...

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image