ବିଜେଡି ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମକୁ ବନ୍ଦ କଲେ ମୋହନ ସରକାର, ଆରମ୍ଭ ହେବ ଏହି ଯୋଜନା

ଭୁବନେଶ୍ୱର,୩୧।୮ (ଅନିଲ ଦାସ): ବିଜେଡି ସରକାରଙ୍କ ‘ନୂଆ-ଓ’ (ନୂତନ ଉନ୍ନତି ଅଭିଳାଷ-ଓଡ଼ିଶା) କାର୍ଯ୍ୟକ୍ରମକୁ ରାଜ୍ୟ ସରକାର ବନ୍ଦ ଘୋଷଣା କରିଛନ୍ତି। ଏହି କାର୍ଯ୍ୟକ୍ରମ ପାଇଁ ବଜେଟରେ କୌଣସି ବ୍ୟୟ ବରାଦ କରାଯାଇ ନାହିଁ। ତେବେ ଅଭାବରେ ପଡ଼ି ଉଚ୍ଚଶିକ୍ଷାରୁ ବଞ୍ଚିତ ହେଉଥିବା ପିଲାଙ୍କ ଭବିଷ୍ୟତ ପାଇଁ ଆର୍ଥିକ ସହାୟତା ଦେବା ସକାଶେ ରାଜ୍ୟ ସରକାର ପିଜି ଓ ୟୁଜି ପିଲାଙ୍କୁ ନୂଆ ସ୍କିମ୍‌ ଯୋଗାଇ ଦେବେ। ରାଜ୍ୟ ସରକାର ଫାଇନାନ୍ସିଆଲ ଆସିଷ୍ଟାନ୍ସ ଟୁ ୟୁଜି ଆଣ୍ଡ ପିଜି ଷ୍ଟୁଡେଣ୍ଟସ୍‌ ସ୍କିମ ଆରମ୍ଭ କରିବେ। ଚଳିତ ବର୍ଷଠାରୁ ଏହି ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛନ୍ତି। ଯୋଜନାର ନିର୍ଦ୍ଦେଶାବଳୀ ପ୍ରସ୍ତୁତି ନେଇ କାର୍ଯ୍ୟ ଚାଲିଛି। ବିଜେଡି ସଭ୍ୟ ଚକ୍ରମଣି କଅଁରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି UPI ଡାଉନ୍‌, ଥରେ ପେମେଣ୍ଟ କଲେ ଦୁଇଥର କଟିଯାଉଛି ଟଙ୍କା!

ନୂଆଦିଲ୍ଲୀ,୧୨।୪: ପୁଣି ୟୁପିଆଇ ଡାଉନ୍‌। ଶନିବାର ସାରା ଦେଶରେ ବ୍ୟବହାରକାରୀ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର...

Video: ପ୍ରେମିକାଙ୍କୁ ସୁଟକେସ୍‌ରେ ଭର୍ତ୍ତି କରି ହଷ୍ଟେଲ୍‌ ଭିତରକୁ ନେଉଥିଲେ ପ୍ରେମିକ: ଧରାପଡ଼ିବାରୁ…ଦେଖନ୍ତୁ ଭିଡିଓ

ଆଜିକାଲି ପ୍ରେମ କେବଳ ଅନ୍ଧ ନୁହେଁ, ଏହା ଅଧିକ କ୍ରିଏଟିଭ୍‌ ମଧ୍ୟ ହୋଇଯାଇଛି। ନିକଟରେ ପ୍ରେମର ଏମିତି ଏକ ଉପାୟ ଭାଇରାଲ ହୋଇଛି, ଯାହା ଯେକେହି...

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image