ଦଶହରା ଉତ୍ସବକୁ ନେଇ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୯: ରାଜ୍ୟରେ ଦଶହରା ଉତ୍ସବକୁ ନେଇ ଓଡ଼ିଶା ହାଇକୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ସ୍ଥାନରେ ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ଏଥିସହିତ ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ତେବେ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟଙ୍କ ଅସନ୍ତୋଷ କରିଛନ୍ତି। ଏହାର ଉତ୍ତରରେ ୫ ତାରିଖ ସୁଦ୍ଧା ରାସ୍ତା ମରାମତି ସାରିବାକୁ ପୂର୍ତ୍ତ ସଚିବ କୋର୍ଟଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।

Share