ଏଥର ଦୀପାବଳିରେ ଫୁଟିବନି ବାଣ…

କଟକ ଅଫିସ,୨୫।୧୦: ଦୀପାବଳିରେ ଗ୍ରୀନ କ୍ରାକର ବିକ୍ରି ଅନୁମତି ଦେବାକୁ ଆବେଦନ ହୋଇଥିଲା ଯାହାକୁ ସୋମବାର ହାଇକୋର୍ଟ ଖାରଜ କରିଛନ୍ତି। ଅଲ ଓଡିଶା ଫାୟାର ୱାର୍କର୍ସ ଡିଲର୍ସ ଆସୋସିଏଶନର ପକ୍ଷରୁ ଏହି ଆବେଦନ ହୋଇଥିଲା।

ସେପ୍ଟେମ୍ବର ୩୦ରେ ରାଜ୍ୟ ସରକାର ଦୀପାବଳିରେ ବାଣଫୁଟା ଓ ବିକ୍ରି ମାମଲା ଉପରେ ଏ ନେଇ ସ୍ବତନ୍ତ୍ର ଗାଇଡ଼ଲାଇନ ଜାରି କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା । ସେପଟେ ଦୀପାବଳିରେ ବାଣ ଫୁଟାଇବା ଆବଶ୍ୟକତା ନାହିଁ କି ବାଣରୁ ବାହାରୁଥିବା ଖରାପ ଗ୍ୟାସ ଯୋଗୁ ଅସୁସ୍ଥ ହେବାର ନାହିଁ ବୋଲି କହିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। କେବଳ ଦୀପ ଜାଳି ପର୍ବ ପାଳନ କରିବାକୁ ରାଜ୍ୟବାସୀଙ୍କୁ ସେ ପରାମର୍ଶ ଦେଇଛନ୍ତି। ଦୀପାବଳିରେ ବାଣ ଫୁଟାଇଲେ ଏହା ଫୁସ୍‌ଫୁସ୍‌ ଉପରେ ପ୍ରଭାବ ପକାଇବ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଖରାପ: ଚିକିତ୍ସାଳୟକୁ ଯିବା ପୂର୍ବରୁ ଆମ୍ବୁଲାନ୍ସରେ ପ୍ରସବ କଲେ ଗର୍ଭବତୀ ମହିଳା

ଗଜପତି୨୩।୯(ଗିରିଧାରୀ ପରିଛା): ରାସ୍ତା ଖରାପ ଥିବାରୁ ହସପିଟାଲରେ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ଆମ୍ବୁଲାନ୍ସରେ ହିଁ ପ୍ରସବ କଲେ ଗର୍ଭବତୀ ମହିଳା। ଏମିତି ଏକ ଅଭାବନୀୟ...

ପୋଲିସକୁ ବଡ଼ ସଫଳତା: ୪୪୭୫ ବୋତଲ କଫ୍‌ ସିରପ୍‌ ଜବତ, ୧୭ ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସକୁ ସୋମବାର ଏକ ବଡ଼ ସଫଳତା ମିଳିଛି। ବରଗଡ଼ ସହର ଉପକଣ୍ଠ ପୁରୁଣା ରିଜର୍ଭ ସମ୍ମୁଖ ରାସ୍ତାରେ ଅତର୍କିତ...

ଏଏନଏମଙ୍କୁ ମରଣାନ୍ତକ ଆକ୍ରମଣ ପରେ ନିଜେ ଆତ୍ମହତ୍ୟା କଲେ ପୁରୁଷ ବନ୍ଧୁ, କାରଣ ଖୋଜୁଛି ପୋଲିସ

ବାଲିଗୁଡ଼ା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ଥାନା କୁଡ଼ୁତୁଲିରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଏନଏମଙ୍କୁ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ: ଖୋଜୁଛି ପୋଲିସ

ଦିଗପହଣ୍ଡି,୨୩ା୯(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ୮ମ ଶ୍ରେଣୀରେ ପଢୁଥିବା ନାବାଳିକା ଛାତ୍ରୀଙ୍କୁ ଯୁବକ ବଳିଅର ବାଡ଼ତ୍ୟା ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି।...

ଶୋଇଥିବାବେଳେ କାମୁଡିଲା ସାପ: ଗାଁକୁ ରାସ୍ତା ନ ଥିବାରୁ ଚାଲିଗଲା ଜୀବନ

ବାଲିଗୁଡା, ୨୩।୯: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ଡଙ୍ଗାମିଲା ଗ୍ରାମର ଉଷପ ମଲ୍ଲିକ (୩୫) ରବିବାର ରାତିରେ...

ପଦ୍ମପୁରକୁ ନୂତନ ବ୍ଲକ ଗଠନ ପାଇଁ ଦାବି: ଶୁଣିନଥିଲେ ପୂର୍ବ ସରକାର, ଏବେ ମୁଖ୍ୟମନ୍ତ୍ରୀକୁ ପୁଣି ଦେଲେ ଦାବିପତ୍ର

କେନ୍ଦୁଝର,୨୩।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁରକୁ ନୂତନ ବ୍ଲକ ଗଠନ ମାନ୍ୟତା ଦାବିରେ ଶକ୍ତି ସ୍ବେଚ୍ଛାସେବୀ ସଂଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ଜିଲାସ୍ତରରେ ଖୋଲିବ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ କ୍ୟାମ୍ପ

ଭୁବନେଶ୍ୱର,୨୩।୯- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସୋମବାର ଅଭିଯୋଗ ଶୁଣାଣି ହୋଇଛି। ସୋମବାର ପୂର୍ବାହ୍ନ ୧୧ଟାରୁ ୟୁନିଟ-୫ ର ସରକାରୀ...

ସ୍ତ୍ରୀ ହତ୍ୟାକାରୀ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୩।୯(ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ୨୦୨୩ ମେ ୨୬ ତାରିଖ ଜଗଦଳପୁର ଗ୍ରାମର ଜି.ଲକ୍ଷ୍ମୀ ପାତ୍ର (୩୮)ଙ୍କ ମୃତଦେହ ଗାଁ ଶ୍ମଶାନରୁ ଜବତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri