ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା ହାର ୨୭.୨୯% ପିଲା ପାଠ ଛାଡୁଛନ୍ତି। ଏହି ହାରରେ ଓଡ଼ିଶା ସର୍ବଭାରତୀୟ ସ୍ତରରେ ଶୀର୍ଷରେ ରହିଛି। ଓଡ଼ିଶାରେ ନାମଲେଖା ଅନୁପାତ ସର୍ବଭାରତୀୟ ହାରାହାରିଠାରୁ ମଧ୍ୟ କମ୍‌ ରହିଛି।

ଉଚ୍ଚ ପ୍ରାଥମିକ, ମାଧ୍ୟମିକ ସ୍ତରରେ ଓ ଉଚ୍ଚ ମାଧ୍ୟମିକ ସ୍ତରରେ ଓଡ଼ିଶାରେ ମୋଟ୍‌ ନାମଲେଖା ଅନୁପାତ ଯଥାକ୍ରମେ ୯୧.୩, ୮୦.୪ ଏବ ୪୩.୬ ପ୍ରତିଶତ ରହିଛି। ଓଡ଼ିଶାରେ ମୋଟ୍‌ ନାମ ଲୋଖା ଅନୁପାତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସର୍ବଭାରତୀୟ ହାରାହାରିଠାରୁ କମ୍‌ ରହିଛି। ୨୦୧୭-୧୮ରୁ ୨୦୧୨୧-୨୨ ମଧ୍ୟରେ ଓଡ଼ିଶାରେ ପ୍ରାଥମିକ ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ସ୍ତରରେ ପାଠ ଛାଡ଼ିବା ହାରରେ ୨୭.୨୯ ପ୍ରତିଶତକୁ ହ୍ରାସ ପାଇଛି। ଓଡ଼ିଶା ଏବେ ବି ମାଧ୍ୟମିକ ସ୍ତରର ପାଠ ଛାଡ଼ିବା ହାରରେ ୨୭.୨୯ ପ୍ରତିଶତ ସହିତ ସର୍ବଭାରତୀୟ ସ୍ତରରେ ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବକୁ ୧୫ ଦିନ ବିତିଲା, ସମିତିସଭ୍ୟ-ସରପଞ୍ଚଙ୍କୁ ଭୟଭୀତ ପାଇଁ କୂଟଚକ୍ରାନ୍ତ

କେସିଙ୍ଗା,୧୮ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଉପାଧ୍ୟକ୍ଷା ରାଜଲଷ୍ମୀ ପଟ୍ଟନାୟକଙ୍କ ନେତୃତ୍ୱରେ ଆଜକୁ ୧୫ଦିନ ବିତି ଗଲାଣି। ପ୍ରଶାସନିକସ୍ତରରେ ନୋଟିସ୍‌...

ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା, ହୋଇପାରୁନି ବିସର୍ଜନ

ଭୁବନେଶ୍ୱର, ୧୮ା୧୦: ଧରାପୃଷ୍ଠକୁ ଆସି ଆଇନ ଜାଲରେ ଛନ୍ଦି ହେଲେ ମା’ ଦୁର୍ଗା। ଜାଗା ବିବାଦ ପାଇଁ ଦଶହରା ପରେ ବି ହୋଇନାହାଁନ୍ତି ବିସର୍ଜିତ। ଏଭଳି...

ବୃନ୍ଦାବତୀ ନିବାସ ଆଗରେ ଅଚେତ୍‌ ହୋଇପଡିଲେ ଜଣେ ହବିଷ୍ୟାଳୀ

ପୁରୀ,୧୮।୧୦: ବୃନ୍ଦାବତୀ ନିବାସ ଆଗରେ ଜଣେ ହବିଷ୍ୟାଳୀ ଅଚେତ୍‌ ହୋଇ ପଡିଛନ୍ତି। ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। ହବିଷ୍ୟାଳୀ ଜଣଙ୍କ ଯାଜପୁର ଜିଲା ବରୀ...

ସାତକୋଶିଆ ବ୍ୟାଘ୍ର ଅଭୟାରଣ୍ୟକୁ ମିଳିଲା ୧୨ଟି ପାଟ୍ରୋଲିଂ ଗାଡ଼ି, ୫ବର୍ଷରେ ଅଭୟାରଣ୍ୟକୁ ଆସିବେ ୧୪ ବାଘ

ଭୁବନେଶ୍ୱର, ୧୮ା୧୦ (ବନ୍ଦନା ସେଠୀ): ଜୀବଜନ୍ତୁଙ୍କ ସୁରକ୍ଷାରେ ନିୟୋଜିତ ହେବ ପାଟ୍ରୋଲିଂ ଭ୍ୟାନ୍‌। ବିଶେଷକରି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସୁରକ୍ଷା ପାଇଁ ଆଧୁନିକ ଯାନର ବ୍ୟବସ୍ଥା...

ଟାସ୍କଫୋର୍ସ ପୁନର୍ଗଠନ କଲେ ରାଜ୍ୟ ସରକାର, ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ଶିକ୍ଷାନୀତି

ଭୁବନେଶ୍ୱର,୧୮।୧୦: ଜାତୀୟ ଶିକ୍ଷା ନୀତି-୨୦୨୦କୁ ଓଡ଼ିଶାରେ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଗୁରୁବାର ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ପୁନର୍ଗଠନ ସହ...

ବଦଳିଲେ ୭୦ରୁ ଅଧିକ ତହସିଲଦାର

ଭୁବନେଶ୍ୱର, ୧୮ା୧୦: ରାଜ୍ୟରେ ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ସରକାର। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ...

କୋଷ୍ଟ ଗାର୍ଡ ଡିଆଇଜି, ପନ୍ତ୍ରୀଙ୍କୁ ଦୁର୍ବ୍ୟବହାର, ନୟାପଲ୍ଲୀ ଥାନାରେ ଏତଲା

ଭୁବନେଶ୍ୱର,୧୮ା୧୦(ସତ୍ୟଜିତ୍‌ ରାଉତ): କୋଷ୍ଟଗାର୍ଡ ଡିଆଇଜି ସତ୍ୟ ରଞ୍ଜନ ଦାସ ଓ ତାଙ୍କ ପତ୍ନୀ ନୟାପଲ୍ଲୀ ଥାନା ଅନ୍ତର୍ଗତ କଳିଙ୍ଗ ଷ୍ଟାଡିଅମ୍‌ ଟ୍ରାଫିକ୍‌ ପୋଷ୍ଟ ନିକଟରେ ଗୁରୁବାର...

OSSSC ଦ୍ଵାରା କମ୍ପ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ବିବାଦ, ସରକାର ନେଲେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର, ୧୮ା୧୦: ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସ୍‌ଏସ୍‌ଏସ୍‌ସି) ଦ୍ୱାରା କମ୍ୟୁଟର ଆଧାରିତ ନିଯୁକ୍ତି ପରୀକ୍ଷା ୨୦୨୪ର ଫରେଷ୍ଟର, ଫରେଷ୍ଟ ଗାର୍ଡ, ଆର୍‌ଆଇ, ଅମିନ ଆଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri