୨୦୨୭ ସୁଦ୍ଧା ଶେଷ ହେବ ଭୁବନେଶ୍ୱର ମେଟ୍ରୋ କାର୍ଯ୍ୟ

ଭୁବନେଶ୍ୱର,୬।୧୧: ୨୦୨୭ ଡିସେମ୍ବର ସୁଦ୍ଧା ଭୁବନେଶ୍ୱର ମେଟ୍ରୋ ରେଳ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଭୂମିରୁ ୧୩ ମିଟର ଉଚ୍ଚରେ ଏହି ଟ୍ରେନ୍‌ଗୁଡ଼ିକ ଚଳାଚଳ କରିବ। ରାଜଧାନୀର ରାଜମହଲ, ଜୟଦେବ ବିହାର ଏବଂ ବାରଙ୍ଗରେ ଉଚ୍ଚତା ଅଧିକ ରହିବ। ପ୍ରତି ୧୦ ମିନିଟ୍‌ ବ୍ୟବଧାନରେ ଏହି ଟ୍ରେନ୍‌ ଚାଲିବ। ଏହାକୁ ନେଇ ୩ କୋଚ୍‌ ବିଶିଷ୍ଟ ୧୩ ମେଟ୍ରୋ ଟ୍ରେନ୍‌ କିଣିବାକୁ ଯୋଜନା ରହିଛି। ଏବେ ପ୍ରକଳ୍ପ ଲାଗି ମାଟି ପରୀକ୍ଷା କରାଯାଉଛି। ୫୦/୬୦ ଫୁଟ୍‌ ତଳୁ ମାଟି ନେଇ ଲ୍ୟାବ୍‌ରେ ପରୀକ୍ଷା ହେଉଛି। ଏହା ସରିବା ପରେ ଫାଉଣ୍ଡେସନ କାମ ଆରମ୍ଭ ହେବ ବୋଲି ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତପକ୍ଷ ବୁଧବାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ନେଟୱାର୍କ ପାଇଁ ଆନ୍ଦୋଳନ: ୮ ଘଣ୍ଟା ପରେ ଓହରିଲେ , ୩ ଦିନ ଭିତରେ…

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତ ସିକରମାହା ଗ୍ରାମରେ ଏକାଧିକ ପଞ୍ଚାୟତବାସୀ ଏକାଠି ହୋଇ ଦାରିଙ୍ଗବାଡି ମୋହନାକୁ ସଂଯୋଗ କରୁଥିବା...

ଇଡ୍‌କୋ ମ୍ୟାନେଜରଙ୍କ ଅମାପ ସମ୍ପତ୍ତି: ଚାରିଆଡ଼େ ଲାଗିଛି ଡିଜିଟାଲ୍ ଲକର୍, ରିମୋଟ୍ ଟିପିଲେ ଖୋଲୁଛି ଗେଟ୍

ଭୁବନେଶ୍ୱର,୬।୧୧: ଇଡ୍‌କୋ ଜୁନିୟର ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରି ଜବତ କରିଛି ପୁଳା ପୁଳା ସମ୍ପତ୍ତି। ସବୁ କବାଟ, ଝରକା, ଆଲମିରାରେ ସବୁଆଡ଼େ ଲାଗିଛି...

ଭାଜପାରେ ସାମିଲ ହେଲେ ସୁନନ୍ଦା ଦାସ

ଭୁବନେଶ୍ୱର,୬।୧୧: ଭାଜପାରେ ସାମିଲ ହେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ବୁଧବାର ଭାଜପାରେ ମିଶିଛନ୍ତି। ରାଜ୍ୟ...

ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣା: ମାଣ୍ଡିପଙ୍କା ଗାଁରେ ପହଞ୍ଚି ତଦନ୍ତ କଲେ ଆରଡିସି, ଜିଲାପାଳ

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୬।୧୧(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପାଙ୍କା ଗ୍ରାମରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ...

ଆମ୍ବ ଟାକୁଆ ଯାଉ ଘଟଣାପରେ ପ୍ରଶାସନର ତତ୍ପରତା: ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସ୍ବାବଲମ୍ବୀ କରିବାକୁ ଅଣ୍ଟା ଭିଡିଛନ୍ତି ସରକାର: ଏଣିକି ଚାଷ ପାଇଁ ମିଳିବ ଋଣ 

ଦାରିଙ୍ଗବାଡି, ୬।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ମାଣ୍ଡିପଙ୍କା ଗସ୍ତପରେ ଉକ୍ତ ଅଞ୍ଚଳର ଚିତ୍ର ବଦଳିବା ନେଇ ଲୋକଙ୍କ ମଧ୍ୟରେ ଆଶାସଞ୍ଚାର...

ଆଜି ପଦ୍ମ ଧରିବେ କି ସୁନନ୍ଦା? ବଢ଼ୁଛି…

ଭୁବନେଶ୍ୱର,୬।୧୧: ବୁଧବାର ଭାଜପାରେ ମିଶିବେ କି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ସୁନନ୍ଦା ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିବା ନେଇ ଚର୍ଚ୍ଚା...

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର, ଏକକାଳୀନ ୬ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର,୬।୧୧: ଭିଜିଲାନ୍ସ ଜାଲରେ ପଡିଲେ ଇଡକୋ ଜୁନିୟର ମ୍ୟାନେଜର। ଇଡକୋର ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ...

ପଶ୍ଚିମବଙ୍ଗର ନକଲି ଡାକ୍ତରଙ୍କ ଓଡ଼ିଶା ମୁହାଁ,କୁୱାକ ଡାକ୍ତର କରୁଛନ୍ତି ମେଜର ଅପରେଶନ

ଭୋଗରାଇ,୬।୧୧( ପ୍ରଦୀପ ଦାସ ): ରାଜ୍ୟରେ ସରକାରୀ ଚିକିତ୍ସାଳୟ ଗୁଡିକରେ ଦୈନନ୍ଦିନ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ହେଲେ ଚିକିତ୍ସା କେନ୍ଦ୍ରରେ ଡାକ୍ତର, ନର୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri