ବଲାଙ୍ଗୀରରେ ଡବଲ ମର୍ଡର; ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

ବଲାଙ୍ଗୀର, ୨୪।୧୦ (ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଯୁବତୀଙ୍କ ଗଳାରେ କଟା ଚିହ୍ନ ରହିଛି। ସେହିଭଳି ଯୁବକଙ୍କ ମୁହଁ ତଳକୁ ରହିଥିବା ବେଳେ ତାଙ୍କ ପ୍ୟାଣ୍ଟ ଖୋଲା ଅବସ୍ଥାରେ ରହିଛି । ପାରିପାଶ୍ୱିକ ସ୍ଥିତିରୁ ଉଭୟଙ୍କୁ କେହି ହତ୍ୟା କରି ଫିଙ୍ଗିଦେଇଥିବା ଅନୁମାନ କରାଯାଉଛି। ତେବେ ଖବର ଲେଖାଯିବା ସୁଦ୍ଧା ଉଭୟ ମୃତକଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ବଲାଙ୍ଗିର ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରିଙ୍କ ସାଇଣ୍ଟଫିକ୍‌ ଟିମ୍‌ ସହ ହଞ୍ଚି ଛାନଭିନ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ...

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ...

ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି...

ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ...

ବାତ୍ୟା ‘ଦାନା’କୁ ନେଇ ଗ୍ରୋସରୀ କଳାବଜାରୀ, ଚଢ଼ାଉ କରୁଛି ଯୋଗାଣ ବିଭାଗ

ଗଞ୍ଜାମ,୨୪।୧୦(ବିଦ୍ୟାଧର ସାହୁ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ସହରବାସୀ ଚିନ୍ତାରେ ଥିବା ବେଳେ ବିଭିନ୍ନ ସାମଗ୍ରୀର ଦରଦାମ୍‌ ବୃଦ୍ଧି ମୁଣ୍ଡବିନ୍ଧାର କାରଣ ପାଲଟିଛି। ନିତ୍ୟ...

ଚାନ୍ଦବାଲିରେ ପ୍ରବଳ ବର୍ଷା, ଲୋକଙ୍କୁ କରାଯାଉଛି ସ୍ଥାନାନ୍ତର

ଭଦ୍ରକ,୨୪।୧୦(ସନାତନ ରାଉତ): ଭୀଷଣ ବାତ୍ୟାର ରୂପ ନେଲା ଦାନା। ପାଣିପାଗ ବିଭାଗ ସୂଚନା ମୁତାବକ, ବାତ୍ୟା ଦାନା ଗୁରୁବାର ରାତିରେ ଧାମରା ନିକଟରେ ସ୍ଥଳଭାଗ ଛୁଇଁବ...

ସ୍ଥଳଭାଗ ଛୁଇଁବା ପରେ ବଦଳିବ ବାତ୍ୟା ‘ଦାନା’ର ଦିଗ; ଏସବୁ ଜିଲା ହେବେ ଅଧିକ ପ୍ରଭାବିତ

ଭୁବନେଶ୍ୱର,୨୪।୧୦: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଭୀଷଣ ଘୂର୍ଣ୍ଣିଝଡ଼ର ରୂପ ନେଇଛି। ଗତ ୬ଘଣ୍ଟା ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri