ଗୁଣାତ୍ମକ ଉତ୍ପାଦକୁ ଓଡ଼ିଶା ପ୍ଲାଷ୍ଟୋର ଗୁରୁତ୍ୱ

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଓଡ଼ିଶା ପ୍ଲାଷ୍ଟୋ ପ୍ରୋ ପ୍ୟାକ ଓଡ଼ିଶା ଏବଂ ଓଡ଼ିଶା ପ୍ଲାଷ୍ଟୋର ୪ ଦିନିଆ ପ୍ରଦର୍ଶନୀରେ ଅଂଶଗ୍ରହଣ କରି ଉତ୍ସାହଜନକ କାରବାର ଓ ପ୍ରତିକ୍ରିୟା ହାସଲ କରିଛି। ବିଶେଷ କରି ବ୍ରାଣ୍ଡ୍‌ର ବଜାର ଚାହିଦା ଓ ଗୁଣାତ୍ମକ ଉତ୍ପାଦ କମ୍ପାନୀର ଆଭିମୁଖ୍ୟ ଓ ଗ୍ରାହକକୈନ୍ଦ୍ରିକ କାରବାରକୁ ଦ୍ୱିଗୁଣିତ କରିଛି ବୋଲି ଓଡ଼ିଶା ପ୍ଲାଷ୍ଟୋ ପାଇପ୍ସ ପ୍ରାଇଭେଟ ଲିମିଟେଡର ଏମ୍‌ଡି କୌଶଲ ପୋଦ୍ଦାର ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ।
ସେହିଭଳି ବ୍ରାଣ୍ଡ୍‌ର ଉତ୍ପାଦ ସବୁ ବର୍ଗର ଗ୍ରାହକଙ୍କ ପ୍ରଥମ ପସନ୍ଦ ହୋଇଥିଲାବେଳେ କମ୍ପାନୀ ଉଭୟ ଘରୋଇ ଓ ସରକାରୀ ଉଦ୍ୟୋଗ ସମେତ କୃଷି, ଶିଳ୍ପ ଏବଂ ଗୃହୋପଯୋଗୀ ଉପକରଣ ଉପଲବ୍ଧ। ଏପରିକି ବ୍ରାଣ୍ଡ୍‌ର ୫୫୦ରୁ ଅଧିକ ରେଞ୍ଜର ଉତ୍ପାଦ ଯଥା ୟୁପିଭିସି, ସିପିଭିସି, ଏସ୍‌ଡବ୍ଲ୍ୟୁଆର, ଏଗ୍ରି ଫିଟିଙ୍ଗ୍‌ସ ଭଳି କ୍ଷେତ୍ରୋପଯୋଗୀ ପାଇଁ କମ୍ପାନୀ ଉନ୍ନତ ଟେକ୍ନୋଲୋଜି ଜରିଆରେ ଗୁଣାତ୍ମକ ଉତ୍ପାଦ ଯୋଗାଇ ଦେଉଛି। ଅପରପକ୍ଷରେ ପ୍ରଦର୍ଶନୀ ଜରିଆରେ କାରବାର ବୃଦ୍ଧି ସହିତ ନୂତନ ବ୍ୟବସାୟ ସୁଯୋଗ ଓ ୟୁନିଟ ସ୍ଥାପନ ପାଇଁ ସୁଯୋଗ ସୃଷ୍ଟି କରିଛି।
ସେହିପରି କମ୍ପାନୀ ଆଗାମୀ ଦିନରେ ନୂଆ ୟୁନିଟ ସାଙ୍ଗକୁ ନୂତନ ଉତ୍ପାଦର ଶୁଭାରମ୍ଭ କରିବ ବୋଲି ବ୍ୟାପକ ଯୋଜନା କରିଥିବା ପୋଦ୍ଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାର୍ଷିକ ଋଣ ଯୋଜନାରେ ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୬।୧୧: ଓଡ଼ିଶାର ୧୭୭ ତମ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବଠକ ସୋମବାର ଭୁବନେଶ୍ୱରର ଜୟଦେବ ବିହାର ନିକଟସ୍ଥ ହୋଟେଲ ମେ’ଫେୟାରଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ...

ବ୍ରିଟେନ୍‌-ଜର୍ମାନୀ ଗସ୍ତରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୧(ଅନୁରାଧା ମହାରଣା): ରାଜ୍ୟକୁ ଅର୍ଥନୈତିକ ଶକ୍ତି ଯୋଗାଇବା ଲକ୍ଷ୍ୟରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡ. ମୋହନ ଯାଦବ ବ୍ରିଟେନ-ଜର୍ମାନୀ ଗସ୍ତରେ ଅଛନ୍ତି। ରବିବାର ସେ ଲଣ୍ଡନରେ ପହଞ୍ଚିଥିବାବେଳେ ସ୍ଥାନୀୟ...

ମଣିପାଲ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ମଣିପାଲ ହସ୍ପିଟାଲକୁ ନିକଟରେ ଆଉ ଏକ ସଫଳତା ମିଳିଛି। ଏପରିକି ଏକ ବିରଳ କ୍ୟାନସର ରୋଗର ପୀଡିତ ୬୫ବର୍ଷିୟା ମହିଳାଙ୍କର ସଫଳ ଅସ୍ତ୍ରୋପଚାର...

ଏସ୍‌-ଆଇଏଲ୍‌ଏଫ୍‌ ସହ ସିଆଇଆଇର ବୁଝାମଣା

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ଏବଂ ସାସାକାୱା-ଇଣ୍ଡିଆ ଲେପ୍ରୋସି ଫାଉଣ୍ଡେଶନ ବା ଏସ୍‌-ଆଇଏଲ୍‌ଏଫ୍‌ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏପରିକି...

ସୁଜୁକି ଇଣ୍ଡିଆର ମାଇଲେଜ ରାଲି

ଭୁବନେଶ୍ୱର,୨୫।୧୧ (ଅଭୟ ଦାଶ): ସୁଜୁକି ମୋଟରସାଇକେଲ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ମାଇଲେଜ ରାଲି’ ର ଶୁଭାରମ୍ଭ ସର୍ବଭାରତୀୟ ସ୍ତରରେ ଆରମ୍ଭ କରାଯାଇଛି।...

ବଜାରରେ ରୟାଲ ଏନ୍‌ଫିଲ୍ଡର ଗୁଆନ କ୍ଲାସିକ ୩୫୦

ଭୁବନେଶ୍ୱର,୨୫।୧୧: ଦେଶର ପ୍ରମୁଖ ପ୍ରିମିୟମ୍‌ ବୁଲେଟ୍‌ ବ୍ରାଣ୍ଡ ତଥା ରୟାଲ ଏନ୍‌ଫିଲ୍ଡର ଅଲ ନ୍ୟୁ ଗୁଆନ କ୍ଲାସିକ ୩୫୦’ର ସର୍ବଭାରତୀୟ ଅନାବରଣ ଉତ୍ସବ ସହ ବଜାର...

ବଜାରରେ ଜେସିବିର ନୂତନ ଉତ୍ପାଦ

ଭୁବନେଶ୍ୱର, ୨୩।୧୧: ଜେସିବି ଇଣ୍ଡିଆ ଲିମିଟେଡ୍‌ର ନୂତନ ଉତ୍ପାଦ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଫୁଏଲ ମାଷ୍ଟର ଜେସିବି ନେଷ୍ଟ ୨୧୫ ଏଲ୍‌ସି ଏକ୍ସାଭେଟର’ର ଅନାବରଣ...

ଡ୍ରିମ୍‌ସ ଅଧ୍ୟକ୍ଷଙ୍କୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ଆୱାର୍ଡ

ଭୁବନେଶ୍ୱର,୨୩।୧୧ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଡ୍ରିମ୍‌ସ ଗ୍ରୁପ୍‌ ଏବଂ ଡ୍ରିମ୍‌ସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଠ ଉଦ୍ୟୋଗପତି ଡ.ପ୍ରମୋଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri