ଭାଜପାରୁ ଇସ୍ତଫା ଦେଲେ ରାମଚନ୍ଦ୍ର ପାଙ୍ଗି

ନନ୍ଦପୁର, ୪।୪(ଶଙ୍କର ପୂଜାରୀ): ପଟାଙ୍ଗି ବିଧାନସଭା ଆସନ ପାଇଁ ଭାଜପା ଟିକେଟ ନ ମିଳିବାରୁ ଆଶାୟୀ ପ୍ରାର୍ଥୀ ତଥା ରାଜ୍ୟ ଭାଜପାର କାର୍ଯ୍ୟକାରିଣୀ ସଦସ୍ୟ ରାମଚନ୍ଦ୍ର ପାଙ୍ଗି ବୁଧବାର ପାର୍ଟିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇଥିବା କହିଛନ୍ତି। ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ, ସେ ୨୦୧୯ ନିର୍ବାଚନରେ ପଟ୍ଟାଙ୍ଗି ବିଧାନସଭା ଆସନରେ ଦଳୀୟ ପ୍ରାର୍ଥୀଭାବେ ପ୍ରତିଦ୍ୱନ୍ଦ୍ୱିତା କରି ପରାସ୍ତ ହୋଇଥିଲେ। ଚଳିତ ନିର୍ବାଚନରେ ପ୍ରାର୍ଥୀ ହେବା ଆଶାରେ ଗତ ୫ବର୍ଷ ଧରି ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବାରେ ଲାଗିଥିଲେ। ଅଥଚ ଦଳ ତାଙ୍କୁ ଉପେକ୍ଷା କରି ଜଣେ ନବାଗତ ଚୈତନ୍ୟ ହନ୍ତାଳଙ୍କୁ ପ୍ରାର୍ଥୀ କରିଛି। ଏହା ତାଙ୍କୁ ବ୍ୟଥିତ କରିଛି। ଫଳରେ ସେ ଦଳର ପ୍ରାଥମିକ ସଦସ୍ୟ ସମେତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରିଛନ୍ତି। ଅନ୍ୟପକ୍ଷରେ ତାଙ୍କ ଇସ୍ତଫାପତ୍ର ଗ୍ରହଣ ସମ୍ପର୍କରେ ଜାଣିବାକୁ ଜିଲା ସଭାପତି ସୁମନ୍ତ ପ୍ରଧାନଙ୍କୁ ଫୋନ ଯୋଗେ ଯୋଗାଯୋଗ କରିଥିଲେ ସୁଦ୍ଧା ଫୋନ ନ ଲାଗିବାରୁ ପ୍ରଧାନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri