ଜେଇଇ ମେନ୍‌ରେ ଓଡ଼ିଶାର ସ୍ଥିତିଙ୍କ କମାଲ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜେଇଇ ମେନ୍‌ ରେଜଲ୍ଟ ସୋମବାର ପ୍ରକାଶ ପାଇଛି । ଜେଇଇ ଅଫିସିଆଲ ଓ୍ବେବସାଇଟରେ ଛାତ୍ରୀଛାତ୍ରୀଙ୍କ ସ୍କୋରକାର୍ଡ ଲିଙ୍କ ଆକ୍ଟିଭ ହୋଇଛି । ଚଳିତବର୍ଷ ୪୪୦ ସହରର ୬୨୨ ସେଣ୍ଟରରେ ପରୀକ୍ଷା କରାଯାଇଥିବା ବେଳେ ୧୩ଟି ଭାଷାରେ ୫ ଲକ୍ଷ ୪୦ ହଜାର ୨୪୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ବିଦେଶରେ ୧୭ଟି ସହରରେ ପରୀକ୍ଷା ହୋଇଥିଲା । ଚଳିତବର୍ଷ ୨୪ ଜଣ ଛାତ୍ରୀଛାତ୍ର ଶତ ପ୍ରତିଶତ ନଂ. କରିଛନ୍ତି। ଆନ୍ଧ୍ର ପ୍ରଦେଶରୁ ୫, ତେଲେଙ୍ଗାନାର ୫, ରାଜସ୍ଥାନର ୪, ଉତ୍ତର ପ୍ରଦେଶର ୨, ଆସାମ, ବିହାର, ପଞ୍ଜାବ, କେରଳ, କର୍ନାଟକ, ଝାଡଖଣ୍ଡ, ହରିୟାଣା ଓ ମହାରାଷ୍ଟ୍ରରୁ ଜଣେ ଲେଖାଏ ଶତ ପ୍ରତିଶତ ରେଜଲ୍ଟ କରିଛନ୍ତି । ରାଜ୍ୟଭିତ୍ତିକ ଟପ୍ପର ତାଲିକାରେ ଓଡ଼ିଶାର ସ୍ଥିତି ପାଢ଼ୀ ୨୭ ନମ୍ବରରେ ରହଛନ୍ତି । ସ୍ଥିତି ୯୯.୯ ପ୍ରତିଶତ ସ୍କୋର କରିଛନ୍ତି । ଅନ୍ୟପଟେ ଅପରାହ୍ନ ୪ଟାରୁ ଜେଇଇ ଆଡଭାନ୍ସ ପାଇଁ ଅନଲାଇନ ରେଜିଷ୍ଟ୍ରେଶନ ଆରମ୍ଭ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଛି ବାଘ-ଛେଳି ଖେଳ

ବାରିପଦା,୨୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ପଶ୍ଚିମବଙ୍ଗର ପୁରୁଲିଆ ଜିଲା ରାଇକିଆ ପାହାଡ଼ ସଂଲଗ୍ନ କ୍ୱିଲାପାଳ ଜଙ୍ଗଲରେ ବୁଲୁଥିବା ମହାବଳ ବାଘୁଣୀ ଜିନ୍ନତକୁ ଧରିବା ପାଇଁ ବନ ବିଭାଗ...

ଚାଷୀଙ୍କୁ ଘାରିଛି ଅଦିନିଆ ବର୍ଷା, ବିଲରେ ଲୋଟିଛି ପାଚିଲା ଧାନ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଗତ କିଛିଦିନ ଧରି ରାଜ୍ୟରେ ଲଘୁଚାପ ଓ ଗୁରୁଚାପ ଜନିତ ବର୍ଷା ଲାଗି ରହିଛି। ଉପକୂଳ ଓଡ଼ିଶାରେ ପାଚିଲା ଧାନ ପାଣି ବିଲରେ...

ମାର୍ଚ୍ଚ ସୁଦ୍ଧା ସବୁ ଥାନାରେ ସିସିଟିଭି କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

କଟକ,୨୫ା୧୨ (କାର୍ତ୍ତିକ ସାହୁ): ରାଜ୍ୟର ସମସ୍ତ ଥାନା ଓ ଫାଣ୍ଡିରେ ୨୦୨୫ ମାର୍ଚ୍ଚ ୩୧ ସୁଦ୍ଧା ସିସିଟିଭି ବ୍ୟବସ୍ଥା କାର୍ଯ୍ୟକ୍ଷମ କରାଇବାକୁ ହାଇକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ...

୯ ରେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି ଆସିବେ

ଭୁବନେଶ୍ୱର,୨୫ା୧୨(ଅନିଲ ଦାସ): ଭୁବନେଶ୍ୱର ଜନତା ମଇଦାନରେ ଜାନୁଆରୀ ୮ରୁ ୧୦ ମଧ୍ୟରେ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରାଷ୍ଟ୍ରପତି...

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri