Posted inଖେଳ

ଜାତୀୟ ରୋଲ୍‌ବଲ୍‌ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର,୨୬ା୯(ସରୋଜ ଜେନା): ଚେନ୍ନାଇରେ ହେବାକୁ ଥିବା ୧୩ତମ ଜାତୀୟ ରୋଲ୍‌ବଲ୍‌ ଚାମ୍ପିୟନଶିପ ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଆସନ୍ତା ୨୭ରୁ ୩୦ ସେପ୍ଟେମ୍ବର ମଧ୍ୟରେ ଟିଏନ୍‌ପିଇଏସ୍‌ୟୁ ଇନଡୋର ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ବାଳିକା ଦଳ ପାଇଁ ଅଶ୍ଲେଶା ପଣ୍ଡା ଅଧିନାୟିକା ରହିଥିବା ବେଳେ ବାଳକ ଦଳର ଅଧିନାୟକ ରହିଛନ୍ତି ଶିବେଶ ଗୋରାଇ। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକ ବିଦାୟ ସମ୍ବର୍ଦ୍ଧନାରେ କ୍ରୀଡା ଓ ଯୁବସେବା ବିଭାଗର ଯୁଗ୍ମ ସଚିବ ଶୈଳେନ୍ଦ୍ର କୁମାର ଜେନା, ଓଏସ୍‌ଡି ସୋନାଲି ଚାନ୍ଦ ଓ ସିଦ୍ଧାର୍ଥ ଦାସ ଉପସ୍ଥିତ ରହିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ିଶା ରୋଲ୍‌ବଲ୍‌ ଆସୋସିଏଶନ୍‌ ଉପ ସଭାପତି ହରେଶ ମିଶ୍ର, ସମ୍ପାଦକ ସୌଦାମିନୀ ପାତ୍ର, ପ୍ରତିଷ୍ଠାତା ପାର୍ଥ ସାରଥୀ ଜେନା ଓ ସଦସ୍ୟ ସୁଶାନ୍ତ ସାହୁ ଏବଂ ସୌମ୍ୟ ପ୍ରଧାନ ଉପସ୍ଥିତ ଥିଲେ।
ବାଳକ ଦଳ: ସେୟଶ ଅଧିକାରୀ, ଶ୍ରୀୟାଂସ ପଟ୍ଟନାୟକ, ସହର୍ଷ ପଟ୍ଟନାୟକ, ଅଧିବ ଚନ୍ଦୁକା, ଅଜିତେଶ ପ୍ରଧାନ, କୀର୍ତ୍ତି କୌଶିକ ଦାସ, ଆର. ଏନ୍‌. ଆୟନ, ଅସ୍ମିତ ଦାସ, ମନନ କଶ୍ୟପ, ଦେବବ୍ରତ ନାୟକ, ଶିବେଶ ଗୋରାଇ (ଅଧିନାୟକ ଓ ଗୋଲକିପର), ଶ୍ରେୟସ ଶ୍ରୀୟାଂସ।
ବାଳିକା ଦଳ: ଅଶ୍ଲେଶା ପଣ୍ଡା(ଅଧିନାୟକ), ଅଭ୍ୟୁକ୍ତା ପଣ୍ଡା, ସିମୋନ ଶ୍ରେୟା, ଇଚିନି ଦିବ୍ୟାଞ୍ଜଳି, ଆର୍ଶୀ କାନୁନ୍‌ଗୋ, ମଧୁକ୍ଷରା ମିଶ୍ର, ସୁଦୀକ୍ଷା ସ୍ବାଇଁ, ସୁସାନ୍ନା ରାଉଳ, ଗୁଞ୍ଜନ ରାଉତ, ଆନ୍‌ଭି ସୁଦୀପ କୁମାରୀ, ଓଁ ଦିବ୍ୟାଂଶୀ ବେହେରା, ଗୀତିକା ଗୀତିମୟ (ଗୋଲ କିପର)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri