ଶୁକ୍ରବାରଠାରୁ ଘରୁ ପଳାଇ ଆସିଥିଲେ, ଆଜି ରେଳଧାରଣାରୁ ମିଳିଲା ଖଣ୍ଡବିଖଣ୍ଡିତ ମୃତଦେହ

କେନ୍ଦ୍ରାପଡା, ୨୪।୧୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗୁଆଳସିଂ ଠାରେ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଠାବ ହୋଇଛି l ରେଳଧାରଣାରେ ଯୁବକଙ୍କ ମୁଣ୍ଡ ଏବଂ ଶରୀର ଅଲଗା ଅଲଗା ହୋଇ ପଡିଥିବା ଅବସ୍ଥାରେ ଲୋକେ ଦେଖିବାକୁ ପାଇଥିଲେ। ପରେ ଏ ନେଇ ପୋଲିସ କୁ ଖବର ଦିଆଯାଇଥିଲା । ମୃତ ଯୁବକ ଚାନ୍ଦୋଳ ପଞ୍ଚାୟତ ଭଣଗାଁ ଗ୍ରାମର ଦୁର୍ଗାପ୍ରସାଦ ସାହୁ ବୋଲି ଜଣାପଡିଛି । ତେବେ ପାରିବାରିକ କଳହ ଯୋଗୁ ଦୁର୍ଗାପ୍ରସାଦ ଗତ ଶୁକ୍ରବାର ଦିନ ଘରୁ ପଳାଇ ଆସିଥିଲେ। ମୃତ ଦେହ ନିକଟରୁ ଆଧାର କାର୍ଡ ଓ ଅନ୍ୟାନ୍ୟ କାଗଜପତ୍ର ଉଦ୍ଧାର ହୋଇଛି l ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର

ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା...

ଦାରିଙ୍ଗବାଡି ଶୀତ ମହୋତ୍ସବରେ ହରବାଲ ଚା’ ଦେଉଛି ନିଆରା ସ୍ବାଦ: ସବୁବର୍ଷ ପରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଗତ ୩ ଦିନ ଧରି ଶୀତ ମହୋତ୍ସବରେ ହରବାଲ ଚା’ବଣ୍ଟନ କରି ଦାରିଙ୍ଗବାଡିର ବୋଲବମ ସଙ୍ଘ ଚର୍ଚ୍ଚାରେ...

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ...

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ

ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ...

ଉଦଯାପିତ ହେଲା ୩ ଦିନିଆ ଶୀତ ମହୋତ୍ସବ: ମୁଖ୍ୟ ଆକର୍ଷଣ ମଣ୍ଟୁ ଛୁରିଆ,ପାରମ୍ପରିକ ଲୋକକଳା

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ଯେମିତି ବଢିବାରେ ଲାଗିଛି ସେମିତି ୩ ଦିନିଆ ଶୀତ ମହୋତ୍ସବର ମାହୋଲ ମଧ୍ୟ ସେଭଳି ରହିଛି।...

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ...

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri