ଓଡ଼ିଶା: ଆଜିର ଫଟୋ (୨୧ ଏପ୍ରିଲ, ୨୦୨୪)

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ସୂର୍ଯ୍ୟଜ୍ୟୋତି କଳା କେନ୍ଦ୍ର ଦ୍ୱିତୀୟ ବାର୍ଷିକ ଉତ୍ସବ ଅବସରରେ ଶିଳ୍ପୀ ମାନେ ଓଡିଶୀ ନୃତ୍ୟ ପରିବେଷଣ କରୁଛନ୍ତି

 

 

 

ଭୁବନେଶ୍ୱରରେ ପ୍ରବଳ ଖରା ଓ ଗରମ

 

 

 

ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଆୟୋଜିତ ଲିଙ୍ଗରାଜ ଫେଷ୍ଟିଭାଲରେ ପରିବେଷିତ ସାଂସ୍କୃତିକ କାର୍ଯ୍ୟକ୍ରମ