ଓଡ଼ିଶା: ଆଜିର ଫଟୋ ( ୨୧ ସେପ୍ଟେମ୍ବର, ୨୦୨୪ )

ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଆର୍ଟ ଭିଜନ ଅନୁଷ୍ଠାନ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ, ‘ସଙ୍ଗମ’

 

 

 

କଟକ ଖ୍ରୀଷ୍ଟିଆନ ପଡିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସମାବେଶକୁ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ଫିତା କାଟି ଉଦଘାଟନ କରୁଛନ୍ତି