ଉପମୁଖ୍ୟମନ୍ତ୍ରୀ ପ୍ରଭାତୀଙ୍କ ମାଆଙ୍କ ଦେହାନ୍ତ

ଭୁବନେଶ୍ୱର,୧୬।୧: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ମାଆଙ୍କ ଦେହାନ୍ତ ହୋଇଛି।୮୯ ବର୍ଷ ବୟସରେ ତାଙ୍କ ମାଆ ଲୋଭାବତୀ ପରିଡ଼ାଙ୍କ ମୃତ୍ୟୁ ହୋଇଛି। କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି।କହିରଖୁଛୁ କି, ପ୍ରଭାତୀଙ୍କ ମାଆ ପୁରୀ ଜିଲା ନୂଆହାଟ ନିଭରଣରେ ରହୁଥିଲେ। ମାଆଙ୍କ ମୃତ୍ୟୁ ଖବର ଶୁଣି ପୈତୃକ ଗାଁ ନିଭରଣରେ ପହଞ୍ଚଛନ୍ତି ପ୍ରଭାତୀ ପରିଡ଼ା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା...

ପ୍ରଶ୍ନପତ୍ର ବିଭ୍ରାଟରେ ଯିଏ ଦୋଷୀ ତାଙ୍କୁ ଛଡ଼ା ଯିବନାହିଁ: ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର,୨୮ା୪: OPSC/SSC ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୋମବାର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ପ୍ରଶ୍ନପତ୍ର ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି...

ଭିତରକାଠରେ ପଡ଼ିଲା ବାନ୍ତି: ମହାପ୍ରଭୁଙ୍କର ହେଲା ବଡ଼ ମହାସ୍ନାନ

ପୁରୀ,୨୮ା୪: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ କରାଯାଇଛି। ଭିତରକାଠ ନିକଟରେ କେହି ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହୋଇଛି। ଏନେଇ ସ୍ବତନ୍ତ୍ର ନୀତିକାନ୍ତି କରାଯିବ।...

ମନଇଚ୍ଛା ଲାଗିପାରିବନି ଜାତୀୟ ଚିହ୍ନ

ଭୁବନେଶ୍ୱର,୨୮ା୪ (ରବିନାରାୟଣ ଜେନା): ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନ(ଅଶୋକସ୍ତମ୍ଭ)କୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ। ଯଦି କୌଣସିଠାରେ...

୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ,...

ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ତ୍ରୁଟି, ଅଭିଯୋଗ ପରେ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୮ା୪: ଉତ୍କଳ ସ୍କଂସ୍କୃତି ବିଶ୍ବବିଦ୍ୟାଳୟ ୭ମ ସେମିଷ୍ଟର ପରୀକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ଭିଜୁଆଲ ଆର୍ଟର ୭୦୨ନଂ ପେପର ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ହୋଇଛି। ୧୦ଟି...

ଅଧିକାରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ବାଇକ୍‌ଚାଳକଙ୍କ ଜୀବନ

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ଉଦୟପୁର ବରବେଡ଼ା ରାସ୍ତାର ଖୁଣ୍ଟାପଡ଼ା ପଞ୍ଚାୟତ ଚାତର ପାଣି ନିକଟରେ ସୋମବାର ପୂର୍ବାହ୍ନରେ ସରକାରୀ ବାବୁଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image