ଋଣ ପ୍ରଦାନ କ୍ଷେତ୍ରରେ ଓଜିବି ପୁରସ୍କୃତ

ଭୁବନେଶ୍ୱର, ୮।୧: କ୍ରମାଗତ ୨ୟ ଥର (ବର୍ଷ) ଲାଗି ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ (ଓଜିବି) ଋଣ ପ୍ରଦାନ କ୍ଷେତ୍ରରେ ପୁରସ୍କୃତ ହୋଇଛି। ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ଋଣ ପ୍ରଦାନରେ ଓଜିବିକୁ ଶ୍ରେଷ୍ଠ ବ୍ୟାଙ୍କ୍‌ ଭାବେ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ଲୋକସେବା ଭବନଠାରେ ଆୟୋଜିତ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ ଋଣ ପ୍ରଦାନ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ବ୍ୟାଙ୍କଗୁଡ଼ିକୁ ପୁରସ୍କୃତ କରିଥିଲେ। ଏହି ପରିପ୍ରେକ୍ଷୀରେ ଓଜିବିର ଚେୟାରମ୍ୟାନ (ଅଧ୍ୟକ୍ଷ) ଋଷି ସିଂହଙ୍କ ସମେତ ମହାପ୍ରବନ୍ଧକ ତୃପ୍ତି ରଞ୍ଜନ ସ୍ବାଇଁ ଉକ୍ତ ଆୟୋଜନରେ ଯୋଗଦେଇ ମୁଖ୍ୟମନ୍ତ୍ରୀଙ୍କଠାରୁ ଉପରୋକ୍ତ ପୁରସ୍କାର ଗ୍ରହଣ କରିଥିଲେ।

ଏହି ଅବସରରେ ଓଜିବିର ଆଞ୍ଚଳିକ ପ୍ରବନ୍ଧକ (ବାଲେଶ୍ୱର) ସୌମ୍ୟ ଦର୍ଶନ କର, ଆଞ୍ଚଳିକ ପ୍ରବନ୍ଧକ (ଚଣ୍ଡିଖୋଲ) ଦିଗ୍‌ବିଜୟ ବାହାଦୁର ଦାସ, ଆଞ୍ଚଳିକ ପ୍ରବନ୍ଧକ (ଢେଙ୍କାନାଳ) ସିପ ସାଗର ଆଚାର୍ଯ୍ୟଙ୍କ ସମେତ କମାର ଗାଁ ଶାଖା ପରିଚାଳକ ବିନେଶ କୁମାର ଶଙ୍ଖୁଆ ଏବଂ ଋଣ ବିଭାଗ ମୁଖ୍ୟ ପ୍ରଭୁ ପ୍ରସାଦ ମିଶ୍ର ଓ ଋଣ ବିଭାଗ ଅଫିସର ବି. ସାଇ ଭାର୍ଗବ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଅପରପକ୍ଷରେ ଓଜିବି ଗତ ଦୁଇ ବର୍ଷ ହେଲା ମୁଖ୍ୟମନ୍ତ୍ରୀଙ୍କଠାରୁ ଉପରୋକ୍ତ ପୁରସ୍କାର ଗ୍ରହଣ କରି ଆସୁଛିି। ଏପରିକି ବ୍ୟାଙ୍କ୍‌ ଏକ ଲକ୍ଷରୁ ଊଦ୍ଧର୍‌ବ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ଋଣ ପ୍ରଦାନ କରିଥିବାବେଳେ ୧୦ଲକ୍ଷରୁ ଊଦ୍ଧର୍‌ବ ମହିଳା ଏହା ଜରିଆରେ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ...

ହାଇୱା ପଛରେ ପିଟିଲା ବାଇକ୍‌: ଜଣେ ମୃତ କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଲାଞ୍ଜିଗଡ,୩୧ା୩( ରମେଶ ଚନ୍ଦ୍ର ନାୟକ):ଲାଞ୍ଜିଗଡରୁ ମୁନିଗୁଡାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବେଦାନ୍ତ କାରଖାନା ନିକଟରେ ରାସ୍ତା କଡ଼ରେ ଠିଆ ହୋଇଥିବା ଏକ ହାଇୱା ପଛରେ...

ପ୍ରେମ, ପ୍ରତାରଣା, ଧୋକା: ଆଦିବାସୀ ଯୁବତୀ ୮ ମାସର ଗର୍ଭବତୀ, ଯୁବକ…

ପାଟଣା,୩୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପ୍ରେମ, ପ୍ରତରଣା ପରେ ଧୋକା ଘଟଣା ସାମ୍‌ନାକୁ ଆସିଛି। ଜଣେ ୧୯ ବର୍ଷୀୟା ଆଦିବାସୀ ଯୁବତୀଙ୍କୁ...

ଭିସୁଟ ଛାତ୍ରୀ ଚିନ୍ମୟୀ ଆତ୍ମହତ୍ୟା ମାମଲା: ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ଭିସୁଟ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ଆତ୍ମହତ୍ୟା ମାମଲାରେ ସୋମବାର ବୁର୍ଲା ପୋଲିସ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ(୨୭)ଙ୍କୁୁ ଗିରଫ କରଛି।...

ହଳଧର ସାହିତ୍ୟ ଅସ୍ମିତାର ଆବାହକ: ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଲୋକକବିଙ୍କୁ ଶୁଭେଚ୍ଛା

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମର ଉଦଘାଟନୀ ସମାରୋହ ଅନୁଷ୍ଠିତ...

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image