ଓଏଚ୍‌ଆର୍‌ଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ପୁଣି ସଜା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ନିଗମ (ଓଆର୍‌ଏଚ୍‌ଡିସି) ଦୁର୍ନୀତି ମାମଲାରେ ପୂର୍ବତନ ଏମ୍‌ଡି ତଥା ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣିଥରେ ସଜା ମଳିଛି। ଭୂମିକା ବିଲଡର ଲୋନ୍‌ ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ ବିନୋଦ କୁମାରଙ୍କ ସହ ୬ ଜଣଙ୍କୁ ଦଣ୍ଡାଦେଶ ହୋଇଛି। ଭିଜିଲାନ୍ସର ସ୍ପେଶାଲ ଜଜ୍‌ ଏହି ୬ ଜଣଙ୍କୁ ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଫାଇନ୍‌ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିନୋଦଙ୍କ ସହ କମ୍ପାନୀ ସେକ୍ରେଟାରୀ ସତ୍ୟ ପ୍ରକାଶ ବେହେରା, ସ୍ବସ୍ତିକ ରଞ୍ଜନ ମହାପାତ୍ର, ଆସିଷ୍ଟାଣ୍ଟ ସିଷ୍ଟମ ଆନାଲିଷ୍ଟ ଜ୍ଞାନେନ୍ଦ୍ର ସ୍ବାଇଁ, ଭୂମିକା ବିଲଡର ମ୍ୟାନେଜିଂ ପାର୍ଟନର ଦେବଦତ୍ତ ରାୟ ଏବଂ ବିଭୂତି ଭୂଷଣ ସ୍ବାଇଁଙ୍କୁ କୋର୍ଟ ଏହି ସଜା ଶୁଣାଇଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଓଆର୍‌ଏଚ୍‌ଡିସି ଓ ମେଟ୍ରୋ ବିଲଡର ମାମଲାରେ ଭିଜିଲାନ୍ସର ସ୍ପେଶାଲ ଜଜ୍‌ ବିନୋଦଙ୍କ ସମେତ ୪ ଜଣଙ୍କୁ ୩ ବର୍ଷ ଲେଖାଏ ଜେଲ ଦଣ୍ଡାଦେଶ ଶୁଣାଇସାରିଛନ୍ତ। ଏହି ତାଲିକାରେ ବାରବାଟୀ ବିଧାୟକ ମହମ୍ମଦ ମୋକିମ, ନିଗମର ତତ୍କାଳୀନ କମ୍ପାନୀ ସେକ୍ରେଟାରୀ ସ୍ବସ୍ତି ରଞ୍ଜନ ମହାପାତ୍ର, ମେଟ୍ରୋ ବିଲଡରର ନିର୍ଦ୍ଦେଶକ ପୀୟୂଷଧାରୀ ମହାନ୍ତିଙ୍କୁ ଜରିମାନା ସହ ୩ ବର୍ଷ ଲେଖାଏ ସଜା ଶୁଣାଇଥି


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ଝାଡଖଣ୍ଡ ନା ଦିଲ୍ଲୀ…ରଘୁବରଙ୍କୁ ବଡ଼ ଦାୟିତ୍ୱ!

ନୂଆଦିଲ୍ଲୀ,୨୫।୧୨: ଓଡିଶାରେ ରାଜ୍ୟପାଳ ପଦରୁ ଇସ୍ତଫା ଦେବା ପରେ ରଘୁବର ଦାସଙ୍କୁ ନେଇ ଦିଲ୍ଲୀରୁ ରାଞ୍ଚି ପର୍ଯ୍ୟନ୍ତ ଚର୍ଚ୍ଚା ଜୋର ଧରିଛି। ଏନେଇ ଅନେକ ରାଜନୈତିକ...

ନବୀନ ପଟ୍ଟନାୟକ ଭାରତ ରତ୍ନ ପାଇବା ଉଚିତ୍, ଦାବି କଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ, ୨୫।୧୨: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂହ। ସେହିପରି ବିହାର ମୁଖ୍ୟମନ୍ତ୍ରୀ...

ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ

କଟକ, ୨୫।୧୨: ସ୍ତ୍ରୀକୁ ବୀଭତ୍ସ ହତ୍ୟା ପରେ ନିଜ ବେକ କାଟିଲା ସ୍ବାମୀ। ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟଣା ଘଟିଛି କଟକ ଜିଲା ଲାଲ୍‌ବାଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri