ବୁଲା ଷଣ୍ଢ ଆକ୍ରମଣରେ ବୃଦ୍ଧ ଗୁରୁତର

ପାଟଣା,୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ଘାଟ ବାଲି ଯୋଡ଼ି ଗ୍ରାମରେ ସୋମବାର ବୁଲା ଷଣ୍ଢ ଆକ୍ରମଣରେ ଜଣେ ୭୦ ବର୍ଷୀୟ ବୃଦ୍ଧ ଗୁରୁତର ହୋଇଛନ୍ତି। ଗୁରୁତର ବୃଦ୍ଧ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଗୁରୁ ଚରଣ ମହାନ୍ତ।
ସୂଚନା ଅନୁଯାୟୀ, ଗୁରୁଚରଣ ଗାଁ ଦାଣ୍ଡରେ ଯାଉଥିବାବେଳେ ଏକ ବୁଲା ଷଣ୍ଢ ତାଙ୍କ ପେଟରେ ସିଂଘରେ ଟେକି କଚାଡି ଦେଇଥିଲା। ଫଳରେ ତାଙ୍କର ତଳି ପେଟ କଣା ହୋଇଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

ଓଡ଼ିଆ ପକ୍ଷ ପାଳନରେ ବରପୁତ୍ରଙ୍କ ଜୀବନୀକୁ ଅନୁସରଣ କରିବାକୁ ଆହ୍ବାନ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଜନ୍ମ ନେଇ ଓଡ଼ିଆ ଭାଷା ସାହିତ୍ୟକୁ ନୂଆ ଦିଗ ଦେଖାଇଥିବା କିମ୍ବା ସତନ୍ତ୍ର ଓଡ଼ିଶା ଗଠନର ନେତୃତ୍ୱ ନେଇଥିବା ବ୍ୟକ୍ତିବିଶେଷ ତଥା...

ପାରିବାରିକ ବିବାଦରୁ ଗଣ୍ଡଗୋଳ: ଗୋଟିଏ ପରିବାରର ୩ ଆହତ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଧୀନ ତୁରୁମୁରେ ଦୁଇ ପରିବାର ମଧ୍ୟରେ ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଥିଲା। ଏଥିରେ ଗୋଟିଏ ପରିବାରର...

ବଜ୍ରପାତ ନେଲା ଜୀବନ, ଗାଈ ଚରାଇବା ବେଳେ ଟଳିପଡିଲେ ବ୍ୟକ୍ତି

ଭଞ୍ଜନଗର,୧୨।୪,(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ ନେଟେଙ୍ଗା ଗ୍ରାମର ଜଣେ ଗାଈ ଚରାଳି ଶନିବାର ସାଂରେ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି। ସେହେଲେ...

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ...

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଖଲ୍ଲିକୋଟ,୧୨।୪,(ପ୍ରଶାନ୍ତ କୁମାର ମିଶ୍ର): ବାଲୁଗାଁ ଷ୍ଟେଶନରେ ଶନିବାର ମଧ୍ୟାହ୍ନରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଟ୍ରେନଟି ପଲାସାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image