Posted inUncategorized

ଆକ୍ସନ ମୋଡ୍‌ରେ ଓମାର ଅବଦୁଲ୍ଲା: ପ୍ରଥମ କ୍ୟାବିନେଟ୍‌ ବୈଠକରେ ବଡ଼ ନିଷ୍ପତ୍ତି

ଶ୍ରୀନଗର,୧୮।୧୦: ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଓମାର ଅବଦୁଲ୍ଲା ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ଜମ୍ମୁ କଶ୍ମୀରର ଭବିଷ୍ୟତ ଉପରେ ନିର୍ବାଚନ ପ୍ରତିଶ୍ରୁତି ପାଳନ କରି ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ନେତୃତ୍ୱରେ ଜମ୍ମୁ କଶ୍ମୀର କ୍ୟାବିନେଟ ରାଜ୍ୟ ମାନ୍ୟତା ଫେରାଇ ଆଣିବା ପାଇଁ ଏକ ସଂକଳ୍ପ ପାରିତ କରିଛି। କିନ୍ତୁ ଧାରା ୩୭୦ ଏବଂ ୩୫ଏର ରାଜନୈତିକ ବିବାଦୀୟ ପ୍ରସଙ୍ଗ ଏଥିରେ ନାହିଁ।
ସରକାରୀ ସୂତ୍ର ଅନୁଯାୟୀ, ପ୍ରଥମ କ୍ୟାବିନେଟ୍‌ରେ ଜମ୍ମୁ କଶ୍ମୀର କ୍ୟାବିନେଟ ଏକ ସଂକଳ୍ପ ପାରିତ କରି କେନ୍ଦ୍ର ସରକାରଙ୍କୁ ରାଜ୍ୟ ମାନ୍ୟତାଫେରାଇ ଆଣିବାକୁ ଅନୁରୋଧ କରିଛି। ସୂଚନାନୁସାରେ, ପ୍ରସ୍ତାବର ଡ୍ରାଫ୍ଟ ପ୍ରସ୍ତୁତ ହୋଇସାରିଛି ଏବଂ ମୁଖ୍ୟମନ୍ତ୍ରୀ କିଛି ଦିନ ମଧ୍ୟରେ ନୂଆଦିଲ୍ଲୀ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ପ୍ରସ୍ତାବର ଡ୍ରାଫ୍ଟ ଦାଖଲ କରିବେ।
ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଅଧ୍ୟକ୍ଷତା କରିଥିଲେ ଏବଂ ଉପମୁଖ୍ୟମନ୍ତ୍ରୀ ସୁରିନ୍ଦର ଚୌଧୁରୀ ଏବଂ ମନ୍ତ୍ରୀ ସାକିନା ମାସୁଦ ଇଟୁ, ଜାଭେଦ ଅହମ୍ମଦ ରାଣା, ଜାଭେଦ ଅହମ୍ମଦ ଦାର ଏବଂ ସତୀଶ ଶର୍ମା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ିଥିଲେ ବିବାହିତ ମହିଳାଙ୍କ ପ୍ରେମରେ, ଲଢ଼ି ଲଢ଼ି ଜିତିଥିଲେ ବାଜି; କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୧୭।୧୦: ପ୍ରେମରେ ହୃଦୟ ହାରିଥିବା ଭାରତୀୟ କ୍ରିକେଟରଙ୍କ ତାଲିକା ଲମ୍ବା। ହେଲେ ସେମାନଙ୍କ ମଧ୍ୟରେ ଏଭଳି ଜଣେ କ୍ରିକେଟର ଅଛନ୍ତି ଯିଏ ଜଣେ ବିବାହିତା ମହିଳାଙ୍କ...

ଦାଦନ ଦୂର ପାଇଁ ଟାସ୍କଫୋର୍ସ

ଭୁବନେଶ୍ୱର,୧୫।୧୦(ଅନିଲ ଦାସ):ରାଜ୍ୟ ସରକାର ଗଠନ କରିଥିବା ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଓଡ଼ିଶାର ଶ୍ରମିକମାନଙ୍କ ସମସ୍ୟାର ସମାଧାନ ତଥା ଦାଦନଜନିତ ବିସ୍ଥାପନ ରୋକିବା ନିମନ୍ତେ ସବିଶେଷ ଭାବରେ ଆଲୋଚନା...

ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି ଅଜିତ ପାୱାର! ଏନସିପି ନେତାଙ୍କ ବୟାନକୁ ନେଇ…

ମୁମ୍ବାଇ,୧୪।୧୦: ଅଜିତ ପାୱାର ଦେବେନ୍ଦ୍ର ଫଡନ୍‌ଭିସ ଏବଂ ଏକନାଥ ଶିନ୍ଦେଙ୍କ ହାତ ଛାଡି ଦେବେ କି? କିମ୍ବା ଚାପ ସୃଷ୍ଟି କରିବା ପାଇଁ ଏହା ଏକ...

ନଭେମ୍ବର ୧୫ରେ ସରିବ ପିଜିଡିଏସ୍‌ର ଆବେଦନ ପ୍ରକ୍ରିୟା

ଭୁବନେଶ୍ୱର,୮।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଫେସର ଘନଶ୍ୟାମ ଦାଶ ସ୍କଲାରଶିପ୍‌ (ପିଜିଡିଏସ୍‌) ର ୨୦ତମ ସଂସ୍କରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ରାଜ୍ୟପାଳଙ୍କ ସହ ଭେଟଘାଟ ସମୟରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ: ଭେଙ୍କୟା

ଭୁବନେଶ୍ୱର, ୫।୧୦(ସୁନିତ୍‌ ମିଶ୍ର):ନିକଟରେ ଓଡ଼ିଶା ରାଜଭବନରେ ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ପହଞ୍ଚି ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ...

ନେତାନ୍ୟାହୁ ବାଥରୁମରେ ଲୁଚାଇଥିଲେ ରେକର୍ଡ଼ିଂ ଡିଭାଇସ୍: ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୪ା୧୦: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ୍ ଜନସନ ଦାବି କରିଛନ୍ତି ଯେ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ବ୍ୟବହାର କରିବା ପରେ ତାଙ୍କ ବ୍ୟକ୍ତିଗତ ବାଥରୁମରେ...

ବଡ଼ ଧରଣ ବିସ୍ଫୋରଣ: ରାଉରକେଲା ଷ୍ଟିଲ ପ୍ଲାଣ୍ଟର ୫ ଶ୍ରମିକ ଗୁରୁତର

ଭୁବନେଶ୍ୱର,୨୭।୯: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଶନିବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ ଯୋଗୁ ୫ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

ଦୌଡ଼ି ଯାଇ କୋହଲିଙ୍କ ପାଦ ଛୁଇଁଲେ ଗ୍ରାଉଣ୍ଡ୍‌ସମ୍ୟାନ୍‌: ଆଉ ତା’ପରେ…

ନୂଆଦିଲ୍ଲୀ,୨୮।୯: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିତୀୟ ଟେଷ୍ଟ କାନପୁରରେ ଖେଳାଯାଉଛି। ପ୍ରଥମ ଦିନରେ ଖରାପ ପାଗ ହେତୁ କେବଳ ୩୫ ଓଭର ଖେଳାଯାଇଥିଲା। ପ୍ରଥମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri