Categories: ଜାତୀୟ

ଶସ୍ତା ହେଲା ଏଲପିଜି ସିଲିଣ୍ଡର

ନୂଆଦିଲ୍ଲୀ,୨୯।୮: ମୁଦ୍ରାସ୍ଫୀତି ବୃଦ୍ଧିରୁ ମୁକ୍ତି ଦେଇ କେନ୍ଦ୍ରର ମୋଦg ସରକାର ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ ଉପହାର ଦେଇଛନ୍ତି। ଉଜ୍ଜାଳା ଯୋଜନା ଅଧୀନରେ ଆସୁଥିବା ସମସ୍ତ ହିତାଧିକାରୀଙ୍କ ପାଇଁ ସରକାର ଘରୋଇ ଗ୍ୟାସ ସିଲିଣ୍ଡର ଉପରେ ୨୦୦ ଟଙ୍କା ସବସିଡି ଘୋଷଣା କରିଛନ୍ତି।

Share