Posted inଫୁରସତ

ଜୁନ୍‌ ୩ରେ ଆକାଶରେ ଧାଡ଼ିବାନ୍ଧିବେ ୬ ଗ୍ରହ, ଭୋରରେ ଦେଖିହେବ ଏହି ବିରଳ ଜାଗତିକ ଦୃଶ୍ୟ

ଜୁନ୍‌ ୩ରେ ସୌରଜଗତର ୬ ଗ୍ରହ ଗୋଟିଏ ଧାଡ଼ିରେ ଦୃଶ୍ୟ ହେବେ। ସେଦିନ ଭୋର ସମୟର ଆକାଶରେ ଏହି ବିରଳ ଜାଗତିକ ଦୃଶ୍ୟ ଦେଖିବାକୁ ମିଳିବ ବୋଲି ଆଶା କରାଯାଉଛି। ଜ୍ୟୋତିର୍ବିଜ୍ଞାନୀମାନଙ୍କ କହିବା ଅନୁଯାୟୀ ଏକସଙ୍ଗେ ବୁଧ, ମଙ୍ଗଳ, ବୃହସ୍ପତି, ଶନି, ୟୁରାନସ୍‌ ଓ ନେପ୍‌ଚୁନ ଜୁନ୍‌ ୩ରେ ଗୋଟିଏ ସରଳରେଖାରେ ଅବସ୍ଥାପିତ ହୋଇଥିବା ଦେଖାଯିବ। ସୌର ଜଗତର କେତେକ ଗ୍ରହର କକ୍ଷ ଏକ ସମୟରେ ସେମାନଙ୍କୁ ସୂର୍ଯ୍ୟଙ୍କ ଗୋଟିଏ ପାର୍ଶ୍ୱରେ ରଖିଲେ ସେମାନେ ଆକାଶରେ ଗୋଟିଏ ଲାଇନରେ ରହିବା ଭଳି ଦେଖାଯାଇଥାନ୍ତି ବୋଲି ୟୁନିଭର୍ସିଟି କଲେଜ ଲଣ୍ଡନର ଫିଜିକ୍ସ ଓ ଆଷ୍ଟ୍ରୋନୋମି ବିଭାଗ ଅଧ୍ୟାପକ କେଟେ ପାଟଲ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାସିନାଙ୍କ ମନ୍ତବ୍ୟ: ଭାରତୀୟ ଉଚ୍ଚାୟୁକ୍ତଙ୍କୁ ବାଂଲାଦେଶର ସମନ

ଢାକା,୧୬ା୧୨: ବାଂଲାଦେଶରେ ଗତ ଅଗଷ୍ଟରେ ହିଂସାତ୍ମକ ଆନ୍ଦୋଳନ ପରେ ଦେଶ ଛାଡ଼ି ଭାରତକୁ ପଳାୟନ କରିଥିବା ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା(୭୮)ଙ୍କୁ ନଭେମ୍ବରରେ ସେଠାକାର ଏକ ସ୍ବତନ୍ତ୍ର...

୨ବର୍ଷ ହେଲା ସୋଲାର ଜଳପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ ତାରାପଦରବାସୀ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବପଦର ପଞ୍ଚାୟତର ତାରାପଦର ଗ୍ରାମରେ ଦୀର୍ଘ ଦୁଇବର୍ଷ ହେବ ସୋଲାର ପ୍ରକଳ୍ପ ଅଚଳ ହୋଇପଡିଛି।...

୧୭୦ ବିମାନ ଉଡ଼ାଣ ବାତିଲ

ନୂଆଦିଲ୍ଲୀ,୧୬ା୧୨(ପି.ଟି.): ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳର ବାୟୁ ଦିନକୁ ଦିନ ଅଧିକ ଖରାପ ହେବାରେ ଲାଗିଛି। ସୋମବାର ସକାଳେ ରାଜଧାନୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୯୮ରେ ପହଞ୍ଚତ୍ଥିଲା।...

ଦେବଗଡ ବନ୍ଦ ପ୍ରସଙ୍ଗ : ଆନ୍ଦୋଳନର ନେତୃତ୍ୱ ନେବ ଜିଲା ମହିଳା ଏକତା ମଞ୍ଚ

ଦେବଗଡ, ୧୫ା୧୨ (ଶଶାଙ୍କ ଶେଖର ଝାଙ୍କର):ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟ ସେବା ଦାବିରେ ଜିଲା ଯୁବ ଏକତା ମଞ୍ଚ ପକ୍ଷରୁ...

ବଡ଼ ଧରଣର ବିମାନ ଦୁର୍ଘଟଣା: ଏତିକି ଥିଲେ ଯାତ୍ରୀ, ଜଳିଗଲା…

ନୂଆଦିଲ୍ଲୀ,୧୬।୧୨: କେନ୍ଦ୍ରୀୟ ମେକ୍ସିକୋରେ ଏକ ବଡ଼ ବିମାନ ଦୁର୍ଘଟଣା ଘଟିଛି। ଏକ ଛୋଟ ଘରୋଇ ବିମାନ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରିବାରୁ ଅତି କମରେ...

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ...

ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri