ବାଲଟି ପାଣିରେ ବୁଡି ଦେଢ଼ବର୍ଷର ଶିଶୁପୁତ୍ରର ଜୀବନଗଲା

ପାଟଣା,୨୪।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସିଲିଦାରେ ସୋମବାର ଅଭାବନୀୟ ଘଟଣା ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରର ପାଣି ବାଲଟିରେ ବୁଡି ମତ୍ୟୁ ଘଟିଛି। ମୃତ ଶିଶୁପୁତ୍ର ହେଉଛନ୍ତି ଉକ୍ତ ଗ୍ରାମର ଜିତେନ ବେହେରାଙ୍କ ପୁଅ ଅଭିଜିତ ବେହେରା।
ସୂଚନାଯୋଗ୍ୟ ଯେ, ଅଭିଜିତକୁ ଅଟୋ ସାହାଯ୍ୟରେ ପରିବାର ଲୋକେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ପରିବାର ଲୋକଙ୍କୁ ପାଟଣା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ଡାକ୍ତରଥାନାକୁ ରିପୋର୍ଟ ପାଇଁ ପରାମର୍ଶ ଦେଇଥିଲେ। ମାତ୍ର ୨ଟି ଅଟୋରେ ଆସିଥିବା ପରିବାର ଓ ଗାଁ ଲୋକେ ଶିଶୁ ପୁତ୍ରକୁ ବ୍ୟବଚ୍ଛଦ କରିବାକୁ ନଦେଇ ଜୋର୍‌ ଜବରଦସ୍ତ ଭାବେ ଶିଶୁପୁତ୍ରକୁ ମେଡିକାଲରୁ ନେଇ ଘର କୁ ପଳାଇଛନ୍ତିି। ପରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଶୁଭେନ୍ଦୁ ସାଗର କୁମାର ନାଏକ ତୁରୁମୁଙ୍ଗା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତିଙ୍କୁ ଜଣାଇ ଛନ୍ତି। ଖବର ପାଇ ଥାନା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଓକିଲ ସଂଘ: ପ୍ରଦୀପ ଷଷ୍ଠ ଥର ପାଇଁ ସଭାପତି ନିର୍ବାଚିତ

ଛତ୍ରପୁର,୨୯ା୩(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଓକିଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫଳାଫଳ ଘୋଷଣା ହୋଇଛି। ସଙ୍ଘର ସଭାପତି ଭାବେ ଷଷ୍ଠ ଥର...

ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ: ସୁଶାନ୍ତ ସଭାପତି, ଅର୍ଜୁନ ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ସୁଶାନ୍ତ କୁମାର ମହାପାତ୍ର, ଉପସଭାପତି ଭାବେ ବିଦ୍ୟୁତ୍‌...

ଖେମୁଣ୍ଡିି ଓକିଲ ସଂଘ ନିର୍ବାଚନ: ପ୍ରଦୀପ ସମ୍ପାଦକ ଭାବେ ନିର୍ବାଚିତ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କେବଳ ସମ୍ପାଦକ ପଦବୀ ପାଇଁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଶନିବାର ଶାନ୍ତିଶୃଙ୍ଖଳାର ସହ ମତଦାନ...

ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ: ଲକ୍ଷ୍ମୀକାନ୍ତ ସଭାପତି, ଜ୍ୟୋତିରଞ୍ଜନ ସମ୍ପାଦକ

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଭଞ୍ଜନଗର ବାର ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ସକାଳ ସାଢ଼େ ୭ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ହୋଇଥିଲା। ଏଥିରେ...

ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ: ହିମାଂଶୁ ସଭାପତି, ଧ୍ରୁବଚରଣ ସମ୍ପାଦକ

ଅନୁଗୋଳ,୨୯ା୩ (ମାନସ ବିଶ୍ୱାଳ)/ (ଜ୍ୟୋତିରଞ୍ଜନ ସାହୁ)- ଅନୁଗୋଳ ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ହିମାଂଶୁ ଭୂଷଣ ସାମଲ ଏବଂ ସାଧାରଣ...

ଜି.ଉଦୟଗିରି ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ଦୀପକ କୁମାର ନିର୍ବାଚିତ

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ବାର୍‌ ଆସୋସିଏଶନର ୨୦୨୫-୨୬ ବର୍ଷ ନିମନ୍ତେ ସୁଚାରୁ ରୂପେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ମହିଳା ଆଇନଜୀବୀ...

ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ: ଦୁର୍ଯ୍ୟୋଧନ ସଭାପତି, ଅଶୋକ କୁମାର ସମ୍ପାଦକ

ଛେଣ୍ଡିପଦା,୨୯ା୩ (ଅଜିତ ଧଳ)- ଅନୁଗୋଳ ଜିଲା ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଦୁର୍ଯ୍ୟୋଧନ ମାଝୀ ବିଜୟୀ ହୋଇଛନ୍ତି। ସେ...

ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ: ଅଞ୍ଜନ ସଭାପତି, ସୁଧାଂଶୁ ଶେଖର ସମ୍ପାଦକ

ଆଠମଲ୍ଲିକ,୨୯ା୩(ଉଦୀପ୍ତ ପୁରୋହିତ)- ଅନୁଗୋଳ ଜିଲା ଆଠମଲ୍ଲିକ କ୍ରିମିନାଲ କୋର୍ଟ ବାର୍‌ ଆସୋସିଏଶନ ନିର୍ବାଚନ ବିନା ପ୍ରତିଦ୍ବନ୍ଦ୍ୱିତାରେ ଶେଷ ହୋଇଛି। ପ୍ରତି ପଦବୀ ପାଇଁ ୨ ଜଣ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image