ରାଜ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ କରୋନାରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କ ଗୁରୁବାର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବୁଧବାର କ୍ୟାପିଟାଲ ହସ୍ପିଟାଲରୁ କଟକ ଏସସିବିକୁ ରେଫର ହୋଇଥିଲେ।ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଚିକିତ୍ସାବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି।

Share