ଛତ୍ରପୁର,୨।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଗୁରୁବାର ଦିନକରେ ୯୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୬୭କୁ ବୃଦ୍ଧି ପାଇଛି । ଏଥି ମଧ୍ୟରୁ ୧୦୪୧ ଜଣ ସୁସ୍ଥ ହୋଇଥିବା ବେଳେ ୫୧୦ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି। ଏହା ସହ ଜିଲାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି।