ଚାଲିକି ଯାଉଥିଲେ, ଚଢିଗଲା ବୋଲେରୋ

ରାଇରଙ୍ଗପୁର,୧୮ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଭିଲା ବିଶୋଇ ଥାନା ଅଧୀନ ୪୯ନଂ. ଜାତୀୟ ରାଜପଥର ମହୁଭଣ୍ଡାର ଛକ ନିକଟର ଶୁକ୍ରବାର ଏକ ବୋଲେରୋ ଧକ୍କାରେ ଜଣେ ପଥଚାରୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବିଶୋଇ ଥାନା ଅଧୀନ ତୋଳାପାତି ଗ୍ରାମର ଶିରିଶ ମହାକୁଡ଼(୪୫)। ଦୁର୍ଘଟଣାରେ ଗୁରୁତର ହୋଇଥିବା ଗୋବର୍ଦ୍ଧନ ଗିରି (୪୨)ଙ୍କୁ ଚିକିତ୍ସା ପାଇଁ ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ପୋଲିସ ଜବତ କରିବା ସହ ଡ୍ରାଇଭରଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ମୁତାବକ, ଶିରିଶ ଏବଂ ଗୋବର୍ଦ୍ଧନ ରାସ୍ତା ପାର୍ଶ୍ୱରେ ଚାଲିକି ବିଶୋଇ ଆଡ଼କୁ ଯାଉଥିଲେ। ସେତିକିବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଶିରିଶଙ୍କ ମୃତ୍ୟୁ ଘଟିଥିବା ବେଳେ ଗୋବର୍ଦ୍ଧନଙ୍କ ଗୁରୁତର ଆହତ ହୋଇଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

Watch Video:ମ୍ୟାଚ୍‌ ବିଜୟ ପରେ ବି ଥରୁଥିଲେ ପଞ୍ଜାବ ମାଲିକାଣୀ: କୋଚ୍‌ଙ୍କୁ କହିଲେ, ମୋତେ ଦେଖ…

ଚଣ୍ଡିଗଡ,୧୬।୪: ଏକ ରୋମାଞ୍ଚକ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ୧୬ ରନରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ପରାସ୍ତ କରିଛି। ପଞ୍ଜାବ ପକ୍ଷରୁ ୧୧୨ ରନର ବିଜୟ...

ଏଣିକି ସ୍କୁଲରେ ମୋବାଇଲ୍‌ ମନା: ଜାଣନ୍ତୁ କ’ଣ ରହିଛି କାରଣ

ଡେନମାର୍କ,୧୬।୪: ପିଲାମାନଙ୍କ ଭବିଷ୍ୟତ ଏବଂ ମାନସିକ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି, ଡେନମାର୍କ ସରକାର ଏକ ବଡ଼ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଦେଶର ସରକାର...

କୁଟାରିକୁ ଲହୁଲୁହାଣ କଲା କୁକୁର: ଉଦ୍ଧାର କଲା ବନବିଭାଗ

ପାଟଣା ୧୬/୪(ବୀରକିଶୋର ଦାଶ ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡା ସେକ୍ସନ ରାଇଡିହା ବିଟ ରାଇଡିହା ଗ୍ରାମରୁ ବୁଧବାର ସକାଳୁ ଏକ ଆହତ କୁଟାରିକୁ ବନ...

ନିର୍ବାଚନ ପୂର୍ବରୁ ସ୍ବାୟତ୍ତତା ଉଦ୍ୟମ: ଉଚ୍ଚସ୍ତରୀୟ କମିଟି ଗଢ଼ିଲେ ଷ୍ଟାଲିନ୍‌

ଚେନ୍ନାଇ,୧୬।୪:ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏମ୍‌. କରୁଣାନିଧି କେନ୍ଦ୍ର-ରାଜ୍ୟ ସମ୍ପର୍କର ଅନୁଧ୍ୟାନ ପାଇଁ ଏକ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ପୂର୍ବରୁ ପି.ଭି. ରାଜମାନ୍ନାର କମିଟି ଗଠନ କରିଥିଲେ।...

ଭାରତର ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ ୧୫ ବିଚାରପତି

ନୂଆଦିଲ୍ଲୀ, ୧୬।୪ (ପି.ଟି.):ଭାରତରେ ପ୍ରତି ୧୦ ଲକ୍ଷ ଜନସଂଖ୍ୟାରେ କେବଳ ୧୫ ଜଣ ବିଚାରପତି ରହିଛନ୍ତି। ମଙ୍ଗଳବାର ଜାରି ହୋଇଥିବା ‘ଇଣ୍ଡିଆ ଜଷ୍ଟିସ୍‌ ରିପୋର୍ଟ ୨୦୨୫’ରୁ...

ପୋଷାକକୁ ନେଇ ବିବାଦରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି

ଓ୍ବାଶିଂଟନ, ୧୬।୪:ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜି୍ୟକ ଯୁଦ୍ଧ ସୋସିଆଲ ମିଡିଆରେ ପହଞ୍ଚିଛି। ଏକ ଖବରଦାତା ସମ୍ମିଳନୀରେ ହ୍ବାଇଟ ହାଉସ୍‌ ପ୍ରେସ୍‌ ସେକ୍ରେଟାରି କାରୋଲିନ...

ଶରଣକୁଳ ଥାନା ଏସ୍‌ଆଇଙ୍କୁ ଧରିଲା ଭିଜିଲାନ୍ସ: ମାମଲାରେ ସହଯୋଗ ପାଇଁ ନେଉଥିଲେ…

ଭୁବନେଶ୍ୱର,୧୬।୪(ସତ୍ୟଜିତ୍‌ ରାଉତ): ଏକ ଆପରାଧିକ ମାମଲାରେ ସହଯୋଗ କରିବା ପାଇଁ ବିଚାରବିଭାଗୀୟ ହାଜତରେ ଥିବା ଜଣେ ଅଭିଯୁକ୍ତଙ୍କ ଝିଅଙ୍କଠୁ ୪ ହଜାର ଟଙ୍କା ଲାଞ୍ଚ ନେବାବେଳେ...

ନ୍ୟାଶନାଲ ହେରାଲ୍ଡ ମାମଲା: ସୋନିଆ, ରାହୁଲଙ୍କ ନାଁରେ ଇଡିର ଚାର୍ଜଶିଟ୍‌

ନୂଆଦିଲ୍ଲୀ,୧୬।୪:ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସ୍ବତନ୍ତ୍ର ଅଦାଲତରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ଚାର୍ଜଶିଟ୍‌ରେ କଂଗ୍ରେସ ଏମ୍‌ପି ସୋନିଆ ଗାନ୍ଧୀ, ରାହୁଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image