Posted inଫୁରସତ

ଗୋଟିଏ ଅଣ୍ଡାର ଦାମ୍‌ କରିଦେବ…

ଡାକ୍ତର କହନ୍ତି ‘ସଣ୍ଡେ ହୋ ୟା ମଣ୍ଡେ ରୋଜ୍‌ ଖାଓ ଅଣ୍ଡେ’। ତେଣୁ ଅନେକେ ନିଜର ପ୍ରତିଦିନର ଡାଏଟ୍‌ରେ ଅଣ୍ଡା ସାମିଲ କରିଥାନ୍ତି। ହେଲେଏମିତି ଏକ ଅଣ୍ଡା ଅଛି ଯାହାକୁ ପ୍ରତିଦିନର ଡାଏଟ୍‌ରେ ସାମିଲ କରିବା ଅସମ୍ଭବ। କାରଣ ଏହାର ଗୋଟିଏ ଅଣ୍ଡାର ମୂଲ୍ୟ ୪୩୦୦୦ ଟଙ୍କା। ଏହି ଅଣ୍ଡାଟି ହେଉଛି ବ୍ରିଟେନ୍‌ର ଫେଣ୍ଟନ୍‌ ଫାର୍ମର। ଆଉ ଏହାର ମୂଲ୍ୟ ଏତେ ଅଧିକ ହେବା ପଛର କାରଣ ହେଉଛି ଏହାର ଆକାର। ଅର୍ଥାତ୍‌ ଏହାର ଆକାର ସାଧାରଣ ଅଣ୍ଡା ଭଳି ନୁହେଁ, ବରଂ ପୂରାପୂରି ଗୋଲ। ଏହି ଅଣ୍ଡାକୁ ଦେଖି ଉକ୍ତ ଫାର୍ମର ଲୋକେ ବି ଚକିତ ହୋଇ ଯାଇଥିଲେ। ଫାର୍ମର ଜଣେ ମହିଳା କର୍ମଚାରୀ କୁହନ୍ତି, ‘ଏତେବର୍ଷ ଫାର୍ମରେ କାମ କରିବା ଭିତରେ ଏଭଳି ଅଣ୍ଡା ମୁଁ କେବେ ଦେଖି ନ ଥିଲି। ତେଣୁ ମତେ ଲାଗିଥିଲା ଏହି ଅଣ୍ଡାକୁ ଯିଏ ବି କିଣିବ ତାକୁ ଖାଇବ ନାହିଁ ସାଇତି ରଖିବ। ତେଣୁ ଏହି ଅଜବ ଅଣ୍ଡାକୁ ନିଲାମ ପାଇଁ ରଖାଗଲା। ଆଉ ଆଶ୍ଚର୍ଯ୍ୟର କଥା ଏହା ୪୩୦୦୦ ଟଙ୍କାରେ ନିଲାମ ହେଲା।’


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର STF ଟିମ୍‌

ଝାରସୁଗୁଡ଼ା,୨୧।୪: ଝାରସୁଗୁଡ଼ାରେ ପଶ୍ଚିମବଙ୍ଗର ଏକ STF ଟିମ୍‌ ପହଞ୍ଚି ତନାଘନା ଆରମ୍ଭ କରିଛି। ମୁର୍ଶିଦାବାଦ ଦଙ୍ଗା ଘଟଣାରେ STF ଟିମ୍‌ ଏହି ଛାନଭିନ୍‌ କରୁଥିବା ସୂଚନା...

କିଏ ହେବେ ପୋପ ଫ୍ରାନ୍ସିସଙ୍କ ଉତ୍ତରାଧିକାରୀ: ଆଗରେ ଅଛି ଏମାନଙ୍କ ନାଁ

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ୮୮ ବର୍ଷ ବୟସରେ ଦେହାନ୍ତ ଘଟିଛି। ଭାଟିକାନ ସିଟି ଅନୁଯାୟୀ, ପୋପ ସୋମବାର ସ୍ଥାନୀୟ ସମୟ...

Viral Video: ବିବାହରେ ବରବଧୂଙ୍କୁ ବନ୍ଧୁମାନେ ଉପହାରରେ ଦେଲେ ‘ନୀଳ ଡ୍ରମ’, ପରେ ଯାହା ହେଲା ଦେଖିଲେ…

ଉତ୍ତର ପ୍ରଦେଶର ହମିରପୁରରେ ଏକ ନବ ବିବାହିତ ଦମ୍ପତିଙ୍କୁ ବିବାହ ମଞ୍ଚରେ ସେମାନଙ୍କ ବନ୍ଧୁମାନେ ଏକ ନୀଳ ଡ୍ରମ ଉପହାର ଦେଇଥିଲେ। ଏହି ଭିଡିଓ ଆଜିକାଲି...

୩ ସପ୍ତାହରେ ପ୍ରାୟ ୬,୨୦୦ ଟଙ୍କା ମହଙ୍ଗା ହେଲା ସୁନା, ଏବେର ଦାମ୍‌ ଜାଣିଲେ ଉଡିବ ହୋସ

ନୂଆଦିଲ୍ଲୀ,୨୧।୪: ହୁ ହୁ ହୋଇ ବଢ଼ିବାରେ ଲାଗିଛି ସୁନା ଦର। ସୋମବାର ଦେଶର ଫ୍ୟୁଚର୍ସ ମାର୍କେଟ ମଲ୍ଟି କମୋଡିଟି ଏକ୍ସଚେଞ୍ଜରେ ସୁନାର ମୂଲ୍ୟ ରେକର୍ଡସ୍ତର ଛୁଇଁଛି।...

ଲୋକଙ୍କ ଗୁହାରି ଶୁଣିଲେ ଜିଲାପାଳ, ଏସପି: ସହାୟତା କଲେ ପ୍ରଦାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗରରେ ସୋମବାର ଜିଲାସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ଗଞ୍ଜାମ ଆରକ୍ଷୀ...

ପୂରଣ ହେବ କି ପୋପ ଫ୍ରାନ୍ସିସଙ୍କ ଶେଷ ଇଚ୍ଛା: ଜାଣନ୍ତୁ କ’ଣ ଥିଲା

ଭାଟିକାନ୍‌ ସିଟି,୨୧।୪: ଖ୍ରୀଷ୍ଟିଆନ ସମ୍ପ୍ରଦାୟର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସଙ୍କ ଦେହାନ୍ତ, ଯାହା ସାରା ବିଶ୍ୱରେ ଖ୍ରୀଷ୍ଟିଆନ ସମ୍ପ୍ରଦାୟ ମଧ୍ୟରେ ଶୋକର ଛାୟା ଖେଳାଇ...

କେବଳ ଜଣେ ଖେଳାଳିଙ୍କୁ ପ୍ରମୋଶନ ଦେଲା BCCI, କିଏ ସେ ଭାଗ୍ୟଶାଳୀ?

ନୂଆଦିଲ୍ଲୀ,୨୧।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ୨୦୨୪-୨୫ ସିଜିନ ପାଇଁ ଏହାର କେନ୍ଦ୍ରୀୟ ଚୁକ୍ତି ତାଲିକାରେ ମୋଟ ୩୪ ଜଣ ଖେଳାଳିଙ୍କୁ ସାମିଲ କରିଛି।...

ନକଲି ଆଦିବାସୀଙ୍କୁ ଚିହ୍ନଟ ଦାବି ତେଜିଲା: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଆଦିବାସୀ ଯୁବ ନେତା

କର୍ଲାମୁଣ୍ଡା:୨୧।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କିଛି ଅଣ ଆଦିବାସୀ ଜାତି ଗତ ପ୍ରମାଣ ପତ୍ର ହାସଲ କରି ଶିକ୍ଷୟିତ୍ରୀ, ଶିକ୍ଷକ ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image