ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା: ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସରସରା ଗାଁର ସୁମନ୍ତ ମହାକୁଡ। ଏପଟେ କ୍ଷତି ପୂରଣ ଦାବିରେ ଗ୍ରାମବାସୀ ଜାତୀୟ ରାଜପଥ ଅବରୋଧ କରିଥିଲେ।

ସୂଚନା ମୁତାବକ, ଶୁକ୍ରବାର ବିଳମ୍ବିତ ରାତିରେ ସରସରା ଗାଁର ସୁମନ୍ତ ମହାକୁଡ ଶୌଚ ପାଇଁ ଆସି ରାସ୍ତା ପାର୍‌ ହୋଇ ଘରକୁ ଫେରୁଥିବା ସମୟରେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା। ସକାଳ ସମୟରେ ଗାଁର କିଛି ଲୋକ ଶୌଚ ପାଇଁ ଆସିଥିବାବେଳେ ଦେଖି ପରିବାର ଓ ଗାଁ ଲୋକଙ୍କୁ ଖବର ଦେବା ପରେ ଗ୍ରାମର ଅଧିକାଂଶ ଲୋକ ଆସି କ୍ଷତି ପୂରଣ ଦାବିରେ ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥ ସରସରା ନିକଟରେ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ବୌଦ୍ଧ ପୋଲିସ ଓ ଅତିରିକ୍ତ ତହସିଲଦାର ପହଞ୍ଚି ଲୋକକ୍ନୁ ବୁଝାସୁଝା କରିବା ପରେ ରାସ୍ତାରୋକୋ ହଟିଥିଲା। ରାସ୍ତାରୋକୋ ଫଳରେ ଶହ ଶହ ଗାଡି ଅଟକି ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା

ପ୍ରୟାଗରାଜ,୨୨।୪: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ...

୧୬୦୦ କୋଟିର ମେଗା ପ୍ରକଳ୍ପ ସମୀକ୍ଷା କଲେ ସିଡିଓ: ଏଯାଏ ହୋଇନାହିଁ ପାଣି ଉଠାଇବା ସ୍ଥାନ ଚହ୍ନଟ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ବିଭାଗ ଅଧୀନରେ ପ୍ରାୟ ୧୬୦୦ କୋଟି ଟଙ୍କା ବ୍ୟୟରେ ମେଗା ପାନୀୟ ଜଳ...

UPSC ଫଳାଫଳ ପ୍ରକାଶିତ: ଜାଣନ୍ତୁ କେମିତି କରିବେ ଚେକ୍‌

ନୂଆଦିଲ୍ଲୀ,୨୨।୪:ଲୋକସେବା ଆୟୋଗ ଦ୍ୱାରା UPSC ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯାଇଛି। ପ୍ରୟାଗରାଜର ଶକ୍ତି ଦୁବେ ପ୍ରଥମ ସ୍ଥାନ ହାସଲ କରିଛନ୍ତି। ସମସ୍ତ ପ୍ରାର୍ଥୀ upsc.gov.in କୁ...

‘ସଂସଦ ସର୍ବୋଚ୍ଚ, ଏହା ଉପରେ କେହି ନୁହଁନ୍ତି’: ପୁଣି ସୁପ୍ରିମକୋର୍ଟକୁ ଟାର୍ଗେଟ୍‌ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୨।୪: ଉପରାଷ୍ଟ୍ରପତି ଜଗଦୀପ ଧନଖର ପୁଣି ଥରେ ଭାରତର ସମ୍ବିଧାନରେ ନିର୍ଦ୍ଦିଷ୍ଟ ଶାସନ ଢାଞ୍ଚାରେ ନ୍ୟାୟପାଳିକାର ଭୂମିକା ଏବଂ ସୀମା ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ...

ଗଞ୍ଜାମ ପୋଲିସର ସ୍ବତନ୍ତ୍ର ଅଭିଯାନ: ୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର,୨୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପୋଲିସ ଅଧୀନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ...

ପ୍ରବଳ ଖରାରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ଦହିପଣା ବଣ୍ଟନ

ଛତ୍ରପୁର,୨୨।୪,(ଦିଲ୍ଲୀପ ସାମଲ) : ଗ୍ରୀଷ୍ମ ପ୍ରବାହ ଯୋଗୁଁ ଚାରିଆଡେ ଜନ ଜୀବନ ଅସ୍ତ ବ୍ୟସ୍ତ ହୋଇପଡିଥିବା ବେଳେ ଗଞ୍ଜାମ ଜିଲାର ସଦର ମହକୁମା ଛତ୍ରପୁର ସହର...

ଅନ୍ୟାୟ, ଅତ୍ୟାଚାର ଅଭିଯୋଗ: ନ୍ୟାୟ ଦାବିରେ ସପରିବାର ଧାରଣା

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ଥାନା ଦେବାହାଲ ଗ୍ରାମର ଲିପି ସାହୁଙ୍କ ପରିବାର ଉପରେ କିଛି ଲୋକ ଅନ୍ୟାୟ, ଅତ୍ୟାଚାର କରି ଚାଲିଥିବା ଅଭିଯୋଗ...

ଅତି ସହଜରେ ଘରେ ପ୍ରସ୍ତୁତ କରନ୍ତୁ ମ୍ୟାଙ୍ଗୋ କୁଲ୍‌ଫି; ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ…

ଖରାଦିନ ଆସିଲେ ଥଣ୍ଡା ଖାଇବାକୁ ମନ ବଳିଥାଏ। ସେ ଆଇସକ୍ରିମ ହେଉ ଅବା ଲସି ଘରେ ଘରେ ଏହାର ଚାହିଦା ବଢ଼ିଯାଇଥାଏ। ହେଲେ ଆଜିର ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image