ହାଇଟେକ ବିସ୍ଫୋରଣ ଘଟଣା: ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ବର,୬।୧(ସୂର୍ଯ୍ୟକାନ୍ତ ବେହେରା): ହାଇଟେକ ମେଡିକାଲ ବିସ୍ଫୋରଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନିଜକୁ ଦିଲ୍ଲୀପ ସାମନ୍ତରାୟ କହୁଥିବା ବ୍ୟକ୍ତି। ଶନିବାର ଭୋରରେ ତାଙ୍କର ମୃତ୍ୟୁ ହୋଇଛି। ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Share