Posted inଫୁରସତ

ଧକ୍କା ଖାଇ ଗୋଟିଏ ପରେ ଗୋଟିଏ ପେଙ୍ଗୁଇନ୍‌ ପାଣିରେ, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏଥିରେ ସମୁଦ୍ର ମଧ୍ୟରେ ପେଙ୍ଗୁଇନଙ୍କୁ ଦେଖିବାକୁ ମିଳୁଛି। ଜଣକ ପରେ ଜଣେ ପେଙ୍ଗୁଇନ୍‌ ଏକ ଉଚ୍ଚ ବରଫକୁ ଉଠି ଛିଡ଼ା ହୋଇଥିବା ବେଳେ ଫଛପଟୁ ଅନ୍ୟ ଜଣେ ଆସି ତାକୁ ଧକ୍କା ଦେଉଛି। ପରେ ସେ ତଳେ ପଡ଼ିବା ପରେ ଅନ୍ୟ ଜଣେ ଆସି ସେଠାରେ ଛିଡ଼ା ହେଉଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରାଦେଶରେ ପୁଣି UPI DOWN, ପେମେଣ୍ଟବେଳେ ହେଉଛି ସମସ୍ୟା

ନୂଆଦିଲ୍ଲୀ,୧୨।୪: ଆଜି, ସାରା ଦେଶରେ ଲୋକମାନେ UPI ମାଧ୍ୟମରେ ପେମେଣ୍ଟ କରିବାରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। UPI ବ୍ୟବହାର କରି କାରବାର କରିବା ସମୟରେ ହଜାର...

ରାଜରାଜେଶ୍ବରୀ ବେଶରେ ଦର୍ଶନ ଦେଉଛନ୍ତି ତାରାତାରିଣୀ: ଅଧରପଣା ପରେ  ସନ୍ତୁଷ୍ଟ ହୋଇ  ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୧୨।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ  ପୀଠରେ ଦୀର୍ଘ ଏକମାସ ଧରି  ମହାଆଡମ୍ବରରେ ଅନୁଷ୍ଠିତ ହୋଇଆସୁଥିବା ଚୈତ୍ରପର୍ବ ଶନିବାର ପବିତ୍ର ପୂର୍ଣ୍ଣମୀ...

Pakistan Earthquake: ପାକିସ୍ତାନରେ ଭୂକମ୍ପ ଝଟ୍‌କା, ଘରୁ ଭୟରେ ଦୌଡିଲେ ଲୋକ

ଇସଲାମବାଦ,୧୨।୪: ଥରିଲା ପାକ୍‌। ଶନିବାର ପାକିସ୍ତାନରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଯାହା ଫଳରେ ଅନେକ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ରିକ୍ଟର ସ୍କେଲରେ 5.8 ତୀବ୍ରତାରେ...

Summer Vacation 2025: ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର, ଘୋଷଣା ହେଲା ଖରାଛୁଟି, ଏଥର ମିଳିଲା ଲମ୍ବାଛୁଟି

କୋଲକତା,୧୨।୪: ଏପ୍ରିଲ ଆରମ୍ଭରୁ ତାତି ଏତେ ବଢିଲାଣି ଯେ, ବାହାରକୁ ବାହାରିବା ବି ମୁସ୍କିଲ ହୋଇପଡ଼ିଲାଣି । ଏହାରି ଭିତରେ ଗ୍ରୀଷ୍ମ ତାତିକୁ ଦୃଷ୍ଟିରେ ରଖି...

IPL ୨୦୨୫ ମଝିରେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା, ହଠାତ ବଡ଼ ନିଷ୍ପତ୍ତି ନେଇ ଦଳ ଛାଡ଼ିଲେ ଏହି ଷ୍ଟାର ଖେଳାଳି…

ନୂଆଦିଲ୍ଲୀ,୧୨।୪: ଆଇପିଏଲ୍‌ ୨୦୨୫ରେ ଏଯାବତ ୨୫ ମ୍ୟାଚ୍‌ ଖେଳାଯାଇଛି। ଏବେ ବି ପ୍ଲେଅଫ୍‌କୁ ବହୁତ ସମୟ ଥିବା ବେଳେ ଗୁଜରାଟ ଟାଇଟନ୍ସକୁ ବଡ଼ ଝଟ୍‌କା ଲାଗିଛି।...

୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ: ବେପାରୀଙ୍କୁ ବାନ୍ଧିଲା ପୋଲିସ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅରଡ଼ ବଜାର ମସ୍‌ଜିଦ୍‌ ଗଳି ଅଞ୍ଚଳର ବ୍ରାଉନସୁଗାର ବେପାରୀ ସେକ କୁର୍ବାନଙ୍କୁ ଶୁକ୍ରବାର ପୋଲିସ ଗିରଫ କରିଛି।...

ପ୍ରତାପ ଦେବଙ୍କ ଘରେ ବୈଠକକୁ ନେଇ ବଡ଼ ବୟାନ ଦେଲେ ଦେବୀ, କହିଲେ ସଭାପତି ବଛାଯିବ…

ଭୁବନେଶ୍ୱର,୧୨।୪: ବଡ଼ ଖବର। ନିର୍ବାଚନ ଅଧିକାରୀ ତଥା ବିଜେଡି ନେତା ପ୍ରତାପ ଦେବଙ୍କ ଘରେ ବସିଛି ବଡ଼ ବୈଠକ। ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଦେବୀ...

୬ ମ୍ୟାଚ୍‌ରୁ ୫ରେ ପରାଜୟ, IPL ପ୍ଲେଅଫ୍‌ ଦୌଡ଼ରୁ ବାଦ୍‌ ପଡ଼ିଲା ଚେନ୍ନାଇ?କ’ଣ କହୁଛି…

ନୂଆଦିଲ୍ଲୀ,୧୨।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଏପର୍ଯ୍ୟନ୍ତ IPL ୨୦୨୫ ବହୁତ ଖରାପ ରହିଛି। ପ୍ରଥମ ୬ ମ୍ୟାଚ୍‌ରୁ ୫ରେ CSK ପରାଜିତ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image