ବିଭିନ୍ନ ମନ୍ଦିରରୁ ଚୋରି କରି ଜଣେ ଗିରଫ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ କାଶିପାଲି ଗ୍ରାମର ବଲ୍ଲଭ ଭୁଏ(୪୫)। ଗିରଫ ଅଭିଯୁକ୍ତ ଅମ୍ବାଭୋନା ଥାନା ଅଞ୍ଚଳର ବିଭିନ୍ନ ମନ୍ଦିର, ଅଙ୍ଗନୱାଡ଼ି କେନ୍ଦ୍ରରୁ ଚୋରି କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ବୋଲି ପୋଲିସ କହିଛି। ତାଙ୍କ ବିରୋଧରେ ଅମ୍ବାଭୋନା ଥାନାରେ ଏକ ମାମଲା (ନଂ.୧୪୭/୨୪) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୨ା୪(ସୁନିତ୍‌ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା...

ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା...

ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା

ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ...

୧୦.୩୧ ଲକ୍ଷ ହିତାଧିକାରୀଙ୍କୁ ମିଳିବ କାର୍ଡ

ବରଗଡ,୧୨।୪(ପ୍ରେମାନନ୍ଦ ଖମାରୀ): ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା (ଏବିପିଏମ୍‌ଜେଏଓ୍ବାଇ)ର ନୂଆ ଏକକ କାର୍ଡ ବିତରଣର ଜିଲାସ୍ତରୀୟ କାର୍ଯ୍ୟକ୍ରମ ଶୁକ୍ରବାର ବରଗଡ଼ ଗୋରୁ ମାର୍କେଟ ପରିସରରେ...

ଛେଳି ଚୋରି ଅଭିଯୋଗରେ ୪ ଗିରଫ କରି କୋର୍ଟ ଚାଲାଣ କଲା ବିଜେପୁର ପୋଲିସ

ଲାଞ୍ଜିଗଡ,୧୧ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ସିନ୍ଧିଭଟା ଗ୍ରାମରୁ ଛେଳି ଚୋରି ଅଭିଯୋଗରେ ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି...

ଲାଞ୍ଜିଗଡ଼ରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଲାଞ୍ଜିଗଡ,୧୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବେନଗାଁ, ଲାଞ୍ଜିଗଡ ରୋଡ୍‌, ମଧୁପୁର ପିଏଚ୍‌ସିଠାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା...

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image