ଆମେରିକାର ବଡ଼ ବୟାନ: ଭାରତ ହିଁ ବନ୍ଦ କରିପାରିବ ରୁଷିଆ-ୟୁକ୍ରେନ ଯୁଦ୍ଧ

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୧ା୭: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିବା ପାଇଁ ରୁଷିଆ ଯାଇଥିଲେ। ସେତେବେଳେ ଆମେରିକା ଉଦ୍‌ବେଗ ପ୍ରକାଶ କରିଥିଲା। ମାତ୍ର ଏବେ ଆମେରିକା ଭାରତର ଶକ୍ତିକୁ ମାନିଛି। ଆମେରିକା କହିଛି, ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧକୁ କେବଳ ଭାରତ ହିଁ ବନ୍ଦ କରିପାରିବ। ଆମେରିକା ଏକ ବିବୃତ୍ତି ଜାରି କରି କହିଛି ଯେ, ପୁଟିନଙ୍କୁ ଯୁଦ୍ଧ ବନ୍ଦ କରିବାକୁ ମନାଇବାରେ କ୍ଷମତା ଭାରତର ରହିଛି। ମୋଦିଙ୍କ ଦୁଇ ଦିନିଆ ରୁଷିଆ ଗସ୍ତ ପରେ ଆମେରିକା ଏହି ବିବୃତ୍ତି ଦେଇଛି।

ହ୍ବାଇଟ୍‌ ହାଉସର ମୁଖପାତ୍ର କ୍ୟାରିନ୍‌ ଜିନ୍‌ କହିଛନ୍ତି ଯେ, ଆମର ବିଶ୍ୱାସ ଯେ, ରୁଷିଆ ସହ ଭାରତର ସମ୍ପର୍କ ରାଷ୍ଟ୍ରପତି ପୁଟିନଙ୍କୁ ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ଅନୁରୋଧ କରିବାର କ୍ଷମତା ଦେବ। କିନ୍ତୁ ଏହାକୁ ଶେଷ କରିବା ରାଷ୍ଟ୍ରପତି ପୁଟିନଙ୍କ କାମ। ପୁଟିନ ଯୁଦ୍ଧ ଆରମ୍ଭ କରିଥିଲେ ସେ ହିଁ କେବଳ ଏହାକୁ ଶେଷ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ

ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ

ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri