ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।

Share