Posted inଫୁରସତ

ଯୁବତୀଙ୍କ ପାଟିରେ କ୍ଷୀର ଢାଳି ଯୁବକ କଲେ ଏପରି, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହେଉଛି ଯାହା ଅନେକ ସମୟରେ ଆଶ୍ଚର୍ଯ୍ୟ କରିଦେଲା ଭଳି ମନେହୁଏ। ତେବେ ବର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓ ଦିଲ୍ଲୀ ମେଟ୍ରୋରେ ଘଟିଥିବା ଘଟଣା ସହ ଜଡିତ। ନିକଟରେ ଦିଲ୍ଲୀ ମେଟ୍ରୋ ଟ୍ରେନ୍‌ରେ ଜଣେ ଯୁବତୀ ଟ୍ରେନ୍‌ରେ ବସିଥିବା ବେଳେ ଜଣେ ଯୁବକ ତାଙ୍କ ପାଟିରେ କିଛି ପାନୀୟ ଢାଳୁଛନ୍ତି। ପରେ ଯୁବତୀ ଜଣଙ୍କ ଉକ୍ତ ପାନୀୟକୁ ଯୁବକଙ୍କ ପାଟିରେ ଦେଉଛନ୍ତି। ପରେ ଯୁବକ ତାଙ୍କୁ, ଶେଷରେ ଯୁବତୀଙ୍କ ପାଟିର ଉକ୍ତ ପାନୀୟକୁ ପିଇ ଦେଉଛନ୍ତି। ଏହି ହାସ୍ୟାସ୍ପଦ ଘଟଣାକୁ ଦେଖି ମେଟ୍ରୋ କୋଚରେ ବସିଥିବା ଯାତ୍ରୀମାନେ ନାପସନ୍ଦ କରିଥିଲେ।

ବର୍ତ୍ତମାନ ଅବିକଳ ସେହିଭଳି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଯୁବକ ଏକ କ୍ଷୀର ପ୍ୟାକେଟ୍‌କୁ ଯୁବତୀଙ୍କ ପାଟିରେ ଢାଳୁଛନ୍ତି। ପରେ ତାଙ୍କ ପାଟିରୁ ଚାମଚରେ କାଢ଼ି ପିଉଛନ୍ତି। ଏହି ଭିଡିଓଟି ଦିଲ୍ଲୀର ପ୍ରସିଦ୍ଧ ହ୍ୟାଙ୍ଗଆଉଟ ସ୍ପଟ କନ୍ନାଟ ପ୍ଲେସରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟିଲ୍‌ ପରି କାନ

ମହିଳାମାନେ କାନ ଫୋଡାନ୍ତି କାନରେ ଝୁମୁକା ଲଗାଇବା ପାଇଁ। କେହି କେହି ପୁରୁଷ ବି କାନ ଫୋଡ଼ାଇଥାନ୍ତି। ତେବେ ଯଦି ଝୁମୁକା ଓଜନିଆ ହୋଇଯାଏ କାନରେ...

ଗଛ ବୟଫ୍ରେଣ୍ଡ

କୁହାଯାଏ ପ୍ରେମ ଅନ୍ଧ। କାହିଁକି ନା ପ୍ରେମ ଦେଖେନା ଜାତି, ଧର୍ମ କି ଧନୀ ଗରିବର ଭେଦଭାବ। ତେବେ ଆଜିକାଲି ବୋଧହୁଏ ପ୍ରେମ ଅଧିକ ଅନ୍ଧ...

ଅସ୍ତଗାମୀ ସୂର୍ଯ୍ୟକୁ ଦେଖି ମାରନ୍ତି ତାଳି

ଏଇ ପୃଥିବୀରେ ଯେତିକି ଦେଶ ଅଛି ସେତିକି ପ୍ରଥା ପରମ୍ପରା ବି ଅଛି। ସେଥିମଧ୍ୟରୁ ଅନେକ ଅଜବ ପରମ୍ପରା ବି ଥାଏ। ଯେମିତି କି ଏକ...

କୁକୁଡ଼ା ନୁହେଁ ହୋଟେଲ

ଫଟୋଟିକୁ ଦେଖିଲେ ଭାବୁଥିବେ ଏତେ ବଡ଼ ଗଞ୍ଜା କୁକୁଡ଼ା ଭଲା କୁଆଡୁ ଆସିଲା? ସତରେ କ’ଣ ଏତେ ବଡ଼ କୁକୁଡ଼ା ଅଛି? ତେବେ ପ୍ରକୃତ କଥା...

ଗବେଷଣାରେ ମୂଷାଙ୍କୁ ବ୍ୟବହାର କରାଯାଏ କାହିଁକି

ପ୍ରାୟ ସମସ୍ତେ ଜାଣନ୍ତି ଯେ, ବୈଜ୍ଞାନିକମାନେ ତିଆରି କରୁଥିବା ନୂଆ ଔଷଧକୁ ମଣିଷ ଉପରେ ପ୍ରୟୋଗ କରିବା ପୂର୍ବରୁ ପ୍ରଥମେ ତାକୁ ମୂଷା ଉପରେ ପ୍ରୟୋଗ...

ବିଶିଷ୍ଟ ଶିଶୁ ସାହିତି୍ୟକ ଓ ବିଜ୍ଞାନ ଲେଖକ ଡ. ଅରୁଣ କୁମାର ପଣ୍ଡା ନିଜ ପ୍ରଥମ ରୋଜଗାରରେ ଗାଈ କିଣା..

ଜୀବନରେ ଅନେକ ଟଙ୍କା ରୋଜଗାର କଲେ ବି ପ୍ରଥମ ରୋଜଗାରର ଚମକ ଓ ଆନନ୍ଦ ଅତୀବ ନିଆରା। ଆଉ ଯଦି ସେହି ରୋଜଗାର ଛାତ୍ର ଅବସ୍ଥାରେ...

ମହିଳାଙ୍କ ପେଟରୁ ବାହାରିଲା ୨ କେ.ଜି.ର ଚୁଟି

ବରେଲି: ଉତ୍ତରପ୍ରଦେଶର ବରେଲି ଜିଲା କରଗୈନା ଅଞ୍ଚଳରେ ରହୁଥିବା ଜଣେ ୩୧ ବର୍ଷିୟା ମହିଳା ଲମ୍ବା ସମୟ ଧରି ପେଟ ଯନ୍ତ୍ରଣାରେ ପୀଡ଼ିତ ଥିଲେ। ସେ...

ଇଣ୍ଡିଆନ୍‌ ରକ୍‌ ବ୍ୟାଣ୍ଡ ‘ଅଗ୍ନି’

ଜଳବାୟୁ ପରିବର୍ତ୍ତନ ଏବେ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଛି। ଏହାର ମୁକାବିଲା କ୍ଷେତ୍ରରେ ଯୁବପିଢ଼ିଙ୍କ ବଡ଼ ଭୂମିକା ରହୁଛି। ସେମାନେ କିପରି ସଚେତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri