ଦାୟିତ୍ୱ ଗ୍ରହଣ କଲେ ଦକ୍ଷିଣାଞ୍ଚଳ ନୂତନ ଆଇଜି

ବ୍ରହ୍ମପୁର,ବ୩୧।୧(ସୁବାସ ଚନ୍ଦ୍ର ପାଢ଼ୀ): ଦକ୍ଷିଣାଞ୍ଚଳ ନୂତନ ଆଇଜି ଭାବେ ଜୟନାରାୟଣ ପଙ୍କଜ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବତନ ଆଇଜି ସତ୍ୟବ୍ରତ ଭୋଇଙ୍କ ଠାରୁ ସେ ଦାଇତ୍ୱ ଗ୍ରହଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବ୍ରହ୍ମପୁର ଏସ୍‌ପି ଡ.  ସର୍ଵଣା ବିବେକ ଏମ, ଓ ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଉପସ୍ଥିତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ସାନଖେମୁଣ୍ଡିରେ ବାଘ ଆତଙ୍କ, ଟ୍ରାପ୍‌ କ୍ୟାମେରା ଖଞ୍ଜିଲା ବନ ବିଭାଗ

ଦିଗପହଣ୍ଡି/ପାଟପୁର,୨୬ା୧୦(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ନରସିଂହ ଗଡ଼ ଗ୍ରାମ ନିକଟ ରତନେଇ ସଂରକ୍ଷିତ ଜଙ୍ଗଲରେ ଶନିବାର ସକାଳେ...

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ

ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଅଧୀନ ବ୍ରହ୍ମପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ୨୦୨୪ ନିର୍ବାଚନରେ ଭାଜପା ଟିକେଟରେ କେ. ଅନିଲ କୁମାର ବିଜୟୀ ହୋଇ ପ୍ରଥମ ଥର...

ମହିଳାଙ୍କୁ ଆକ୍ରମଣ-ଅସଦାଚରଣ ଅଭିଯୋଗ: ଥାନାରେ ପହଞ୍ଚିଲା ମାମଲା

ଦିଗପହଣ୍ଡି,୨୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଜଣେ ମହିଳାଙ୍କୁ ସେହି ଗ୍ରାମର ପିଙ୍କୁ ଓରଫ ଏସ.ବିଘ୍ନରାଜ ଦୋରା ଷ୍ଟିଲ ଛଡ଼ରେ ଆକ୍ରମଣ କରିବା...

ଯୁବକଙ୍କୁ ହତ୍ୟା ମାମଲା: ତିନି ଭାଇଙ୍କୁ ଆଜୀବନ ଜେଲ୍‌

ବ୍ରହ୍ମପୁର, ୨୪।୧୦(ସୁବାସ ଚନ୍ଦ୍ର ପାଢ଼ୀ): ପୁଞ୍ଜିଭୂତ ଅଶାନ୍ତରୁ ପାଟପୁର ଥାନା ଅନ୍ତର୍ଗତ ବାସୁଦେବପୁର ଗ୍ରାମର କୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା...

ପରିବା ବଜାରରେ ପ୍ରଶାସନିକ ଚଢାଉ, କଳାବଜାରୀଙ୍କୁ ତାଗିଦ

ବୁଗୁଡା,୨୪।୧୦(କାଳିଚରଣ ଦାଶ): ବଙ୍ଗୋପସାଗରରେ ସୃଷ୍ଟି ସମ୍ଭାବ୍ୟ ବାତ୍ୟା ‘ଦାନା’ ସମ୍ପର୍କେ ପାଣିପାଗ ବିଭାଗର ସୂଚନା ପରଠୁ ବୁଗୁଡା ବଜାରରେ ପରିବା ଦର ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri