ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି: +୨ ପାସ୍‌ କରିଥିଲେ ସୁବର୍ଣ୍ଣ ସୁଯୋଗ, ଆବେଦନ କରିବାର ଶେଷ ସମୟସୀମା ରହିଛି…

ଭୁବନେଶ୍ୱର,୨୬।୯: ଓଡ଼ିଶା ପୋଲିସ ତରଫରୁ ଡିପିଓ କ୍ୟାଡର ପୋଷ୍ଟ ଜୁନିୟର କ୍ଲର୍କ ନିଯୁକ୍ତି ୨୦୨୪ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭୭ ଟି ପଦବୀ ପୂରଣ ଏହି ନିଯୁକ୍ତି ବାହାରିଛି। ଅନଲାଇନ ମୋଡରେ ଇଚ୍ଛୁକ ଛାତ୍ରୀଛାତ୍ର ଆବେଦନ କରିପାରିବେ। ୨୩ ସେପ୍ଟେମ୍ବରରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ଆବେଦନ କରିବାର ଶେଷ ସମୟ ସୀମା ଅକ୍ଟୋବର ୧୦ ରହିଛି। www.odishapolice.gov.in ଓ୍ବେବ୍‌ସାଇଟକୁ ଯାଇ ଆବେଦନ କରିପାରିବେ। UR ପାଇଁ ୭ଟି, SEBC ପାଇଁ ୧୯ଟି, SC ପାଇଁ ୮୮ଟି, ST ପାଇଁ ୬୩ ପୋଷ୍ଟ ରହିଛି। ଦବ୍ୟାଙ୍ଗ, ମହିଳା, ଟ୍ରାନ୍ସଜେଣ୍ଡର ମଧ୍ୟ ଆବେଦନ କରିପାରିବେ। ପରୀକ୍ଷା ପ୍ରଣାଳୀ ୨ଟି ପ୍ରକ୍ରିୟାରେ ହେବ। କୋଟିଏ ହେଲା ଲିଖିତ ଏବଂ ଅନ୍ୟଟି କମ୍ପ୍ୟଟର ଟେଷ୍ଟ।

ବୟସ ସୀମା-
ସର୍ବନିମ୍ନ ବୟସ- ୨୧ ବର୍ଷ
ସର୍ବାଧିକ ବୟସ-୩୮ ବର୍ଷ
ବୟସ ଗଣନା ୦୧/୦୧/୨୦୨୪ ଅନୁସାରେ ହେବ

ଏଜୁକେଶନାଲ କ୍ୱାଲିଫିକେଶନ-
+୨ ପାସ୍‌ କରିଥିବା ଆବଶ୍ୟକ
କମ୍ପ୍ୟଟର ଜାଣିଥିବା ଆବଶ୍ୟକ
ଓଡ଼ିଆ ଜାଣିଥିବା ଆବଶ୍ୟକ


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିର ତତ୍କାଳୀନ ଜିଲାପାଳଙ୍କ PA ଆତ୍ମହତ୍ୟା ମାମଲା: ଆଗୁଆ ଜାମିନ ଆବେଦନ ଖାରଜ

କଟକ,୨୫ା୪(କାର୍ତ୍ତିକ ସାହୁ/ପ୍ରଭୁ କଲ୍ୟାଣ ପାଲ୍‌): ମାଲକାନଗିରିର ତତ୍କାଳୀନ ଜିଲାପାଳ ମନିଷ ଅଗ୍ରୱାଲଙ୍କ ଅଡୁଆ ବଢ଼ିଛି। ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ତାଙ୍କ ଆଗୁଆ ଜାମିନ ଆବେଦନକୁ...

ଖରା, ଗୁଳୁଗୁଳି ପରେ କାଳବୈଶାଖୀ ଭୟ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା)- ଆସନ୍ତା ୨ଦିନ ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ମାତ୍ର...

ଆରଏମସିରେ ପଡିଛି ୨୦୨ କୋଟି, ବିକାଶ ହେଉନି ମଣ୍ଡି ଭିତ୍ତିଭୂମି ଗଛମୂଳେ ଧାନ ବିକ୍ରି କରୁଛନ୍ତି ଚାଷୀ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ହେଉଥିବା ପ୍ରତ୍ୟେକ ଧାନ ସଂଗ୍ରହ ପ୍ରକ୍ରିୟାରେ ଜିଲାର ଅତାବିରା, ବରଗଡ଼ ଏବଂ ପଦ୍ମପୁର ନିୟନ୍ତ୍ରିତ ବଜାର କମିଟି (ଆରଏମସି) ସାମିଲ...

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ଚମକାଇଲା ନୂଆ ତଥ୍ୟ, ଯୁଦ୍ଧ କଲେ ପାକିସ୍ତାନର ହାରିବା ଥୟ

ନୂଆଦିଲ୍ଲୀ,୨୫।୪:ପହଲଗାମ ଆତଙ୍କବାଦୀ ଆକ୍ରମଣ, ଇଣ୍ଡସ ଜଳ ଚୁକ୍ତିର ସ୍ଥଗିତ ରଖାଯିବା ଏବଂ ଭାରତ ସହ ବୃଦ୍ଧି ପାଉଥିବା ଉତ୍ତେଜନା ସହ ଆଇଏମଏଫ (IMF) ଦ୍ୱାରା ପାକିସ୍ତାନର...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...

ମୋଦିଙ୍କୁ ସିଧା ଟାର୍ଗେଟ କଲେ ଶଙ୍କରାଚାର୍ଯ୍ୟ, କହିଲେ ପାକିସ୍ତାନ ବର୍ଡରରେ…

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଉତ୍ତରାଖଣ୍ଡର ଜୋଶୀମଠ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image